ଭୁବନେଶ୍ୱର,୧୨।୭ (ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚଳାଳିତ ଯୁକ୍ତ୨ ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ରଙ୍କ ଖାତା ରିଚେକିଂ ବା ରିଆଡିସନ ପାଇଁ ଆବେଦନ ତାରିଖରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏ ନେଇ ମଙ୍ଗଳବାର ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ୍ ୨୨ରୁ ଜୁଲାଇ ୩ ମଧ୍ୟରେ ଉତ୍ତରଖାତାର କପି ପାଇବା ପାଇଁ ଆବେଦନକାରୀଙ୍କ ମୋବାଇଲ୍ ନମ୍ବର କିମ୍ବା ଇ-ମେଲ୍ ଆଇଡିକୁ ଏକ ଲିଙ୍କ ପଠାଯିବାକୁ ଥିବାବେଳେ ଏହି ଅବଧି ଜୁଲାଇ ୧୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଆବେଦନକାରୀ ଉତ୍ତରଖାତା ଡାଉନଲୋଡ୍ ନ କରିପାରିଲେ ବା ଅନ୍ୟ କୌଣସି ସମସ୍ୟା ହେଲେ ସିଏଚ୍ଏସ୍ଇକୁ ଅବଗତ କରାଇପାରିବେ। ଜୁଲାଇ ୧୪ ତାରିଖ ମଧ୍ୟରେ cochserecheck@gmailରେ ମେଲ୍ କରି ପିଲାମାନେ କର୍ତ୍ତୃପକ୍ଷଙ୍କୁ ଅବଗତ କରିପାରିବେ। ପରୀକ୍ଷାଖାତା ଡାଉନଲୋଡ୍ କରିବା ପରେ ଅଭିଯୋଗ ଦାଖଲ ପାଇଁ ଜୁଲାଇ ୧୫କୁ ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ସୂଚନା ଥାଉ କି, ଥିଓରି ପେପରଗୁଡ଼ିକର ପୁନଃ ମୂଲ୍ୟାଙ୍କନ ଅନଲାଇନ୍ ମାଧ୍ୟମରେ ହୋବାକୁ ଥିବାବେଳେ ଧନ୍ଦାମୂଳକ ବିଷୟର କେତେକ ବିଷୟବସ୍ତୁ ଓ ବିଜ୍ଞାନ ବିଭାଗର ପ୍ରାକ୍ଟିକାଲ ପରୀକ୍ଷାର ମୂଲ୍ୟାଙ୍କନ ଅଫଲାଇନ୍ରେ କରାଯିବ।
LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…
ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…
ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…
ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…
ଚଳନ୍ତା ଟ୍ରେନ୍ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…
ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…
ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…
ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…
ବିଦ୍ୟୁତ୍ କାଟ୍କୁ ନେଇ ବଢୁଛି ଅସନ୍ତୋଷ
ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…
୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା
ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…
ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ
ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…
ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ
ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍ସି ବିପକ୍ଷ ଗେମ୍ ପୂର୍ବରୁ ଇରାନ…
Archives

