ବଢୁଛି ଅଲ୍‌ଟ୍ରାଭାଓଲେଟ୍‌ ବିପଦ; ଦିନ ୧୨ରୁ ୨ ଯାଏ ପଦାକୁ ଯିବାକୁ ମନା

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- କିଛି ଦିନ ହେବ ତତଲା ତାଓ୍ବାରେ ସିଝୁଛି ସାରା ଓଡ଼ିଶା। ପରିବେଶ ପ୍ରଦୂଷଣ ଏବଂ ସବୁଜ ବଳୟ ନଷ୍ଟ ଗ୍ରୀଷ୍ମର ପ୍ରକୋପକୁ ଆହୁରି ବଢ଼ାଇ ଦେଇଛି। ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଯୋଗୁ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସୂର୍ଯ୍ୟଙ୍କ ନିକଟରୁ ଆସୁଥିବା ଅଲଟ୍ରାଭାଓଲେଟ ରଶ୍ମି ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ହୋଇଛି। ପରିବେଶ ନଷ୍ଟ ହେବା ଯୋଗୁ ବାୟୁମଣ୍ଡଳର ଷ୍ଟ୍ରାଟୋସ୍ପିୟରରେ ଥିବା ଓଜୋନ ସ୍ତର ଦୁର୍ବଳ ହେବାରେ ଲାଗିଛି। ସୂର୍ଯ୍ୟଙ୍କଠାରୁ ଆସୁଥିବା ୦.୪ ମାଇକ୍ରନ ଅଲଟ୍ରାଭାଓଲେଟ ରଶ୍ମି ଷ୍ଟ୍ରାଟୋସ୍ପିୟରରେ ଥିବା ଓଜୋନ ସ୍ତରକୁ ଭେଦ କରି ମଧ୍ୟାହ୍ନରେ ଭୂପୃଷ୍ଠକୁ ଆସୁଛି। ବିଶେଷକରି ମଧ୍ୟାହ୍ନ ସମୟରେ ଏହା ମାରାତ୍ମକ ହୋଇଥାଏ। ଏହି ସମୟରେ ସେହି ରଶ୍ମି ଦେହରେ ପଡ଼ିଲେ ଚର୍ମ କର୍କଟ ହେବା ସହ ବିଭିନ୍ନ ଚର୍ମ ରୋଗ ହେବାର ଆଶଙ୍କା ରହିଛି। ଦିନ ୧୨ଟାରୁ ୨ଟା ମଧ୍ୟରେ ପଦାରେ ନ ବୁଲିବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି। ଏପ୍ରିଲରୁ ଜୁନ୍‌ ମଧ୍ୟରେ ଅଲଟ୍ରାଭାଓଲେଟ ରଶ୍ମି ଭୂପୃଷ୍ଠକୁ ଆସିଥାଏ। ଏଥିରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିରେ ଆରମ୍ଭ ହୋଇପାରେ ଅନଲାଇନ କ୍ଲାସ ଓ ୱାର୍କ ଫ୍ରମ ହୋମ୍‌! ଆକ୍ସନରେ ଯୋଗୀ ସରକାର

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ମଙ୍ଗଳବାର ଦିନ ‘୫ କାଳିଦାସ ମାର୍ଗ ’ ସ୍ଥିତ ନିଜ ସରକାରୀ ବାସଭବନରେ ଅଧିକାରୀମାନଙ୍କ…

ବାଂଲାଦେଶର ଐତିହାସିକ ବିଜୟ

ଢାକା,୧୨ା୫: ଅଧିନାୟକ ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ପରେ ମେହିଦି ହାସନ ମିରାଜ ଓ ନାହିଦ ରାଣାଙ୍କ ୫ ଉଇକେଟ ସଫଳତା ବଳରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା…

ସରକାର ହେଉ ହେଉ ଥାଲାପଥି ବିଜୟଙ୍କୁ ଝଟ୍‌କା! ସୁପ୍ରିମକୋର୍ଟ ପହଞ୍ଚିଲା…

ଚେନ୍ନାଇ,୧୨।୫: ଟିଭିକେ ବିଧାୟକ ଆର. ଶ୍ରୀନିବାସ ସେତୁପତି ମାଡ୍ରାସ ହାଇକୋର୍ଟଙ୍କ କୌଣସି ଫ୍ଲୋର ଟେଷ୍ଟରେ ଭୋଟ ଦେବାରୁ ବାରଣ କରିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ…

ଥାଇଲାଣ୍ଡ ଓପନ: ସାତ୍ତ୍ୱିକ-ଚିରାଗ ଯୋଡ଼ି ଜିତିଲେ

ବ୍ୟାଙ୍କକ୍‌, ୧୨ା୫: ଟପ୍‌ ସିଡ୍‌ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ଯୋଡ଼ି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରେ ବିଜୟ ଲାଭ…

ଭିନେଶଙ୍କ ସମର୍ଥନରେ ବାହାରି ସାକ୍ଷୀ ମଲିକ

ନୂଆଦିଲ୍ଲୀ,୧୨ା୫: ଅବସରରୁ ଫେରିବାକୁ ନେଇ ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହ ଚାଲିଥିବା ବିବାଦରେ ଭିନେଶ ଫୋଗତଙ୍କ ସମର୍ଥନରେ ବାହାରିଛନ୍ତି ଅଲିମ୍ପିକ୍‌ ବ୍ରୋଞ୍ଜ ପଦକଧାରୀ ରେସଲର…

୪୦ ଫୁଟ୍ ଗଭୀର କୂଅ ଭିତରେ ପଡ଼ିଲେ ବୃଦ୍ଧା

ପାଟଣା, ୧୨/୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ପଞ୍ଚାୟତ ନେଉଳିପଶି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସୋମବାର ରାତିରେ ଶୌଚ…

ଡହଡହ ଖରାରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ, ସହାୟତା ନମ୍ବରକୁ ଫୋନ କଲେ…

ଦାମନଯୋଡି,୧୨ା୫(ନରସିଂହ ବ୍ରହ୍ମା): ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପାଇଁ ସରକାର ଘୋଷଣା କରିଛନ୍ତି। କୋରାପୁଟ ଜିଲା ସେମିଳିଗୁଡ଼ା ଓ…

ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ନର୍ସିଂ ଛାତ୍ରୀଙ୍କ ସାଇକଲ ଚୋରି, ସିସିଟିଭିରେ ରେକର୍ଡ

ବଲାଙ୍ଗୀର,୧୨।୫(ସୁନିଲ କୁମାର ମହାନ୍ତି): ହସ୍ପିଟାଲ ଭିତରେ ପୀଡିତ ରୋଗୀଙ୍କୁ ସେବା ଯୋଗାଉଥିବାବେଳେ ଜଣେ ନର୍ସିଂ ଛାତ୍ରୀଙ୍କ ସାଇକଲକୁ ହସ୍ପିଟାଲ ପରିସରରୁ ଜଣେ ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri