ଖସିଲା ପାରଦ, ବଢ଼ିଲା ଶୀତ

କେନ୍ଦୁଝର,୨୯ା୧୧(ସ୍ବ.ପ୍ର.): ବିଳମ୍ବରେ ହେଉ ପଛେ କେନ୍ଦୁଝର ଜିଲାରେ ଶୀତ ଆସିଛି। ଧିରେ ଧିରେ ଜଲାରେ ଶୀତର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସକାଳେ ତାପମାତ୍ରା ୧୩ ଡିଗ୍ରୀ ତଳକୁ ଖସିଛି। ଯାହାକି ଚଳିତ ବର୍ଷର ସର୍ବନିମ୍ନ ବୋଲି ଜଣାପଡ଼ିଛି। ତାପମାତ୍ରା ଆହୁରି କମ୍‌ ହେବ ଓ ଅଧିକ ଶୀତ ଅନୁଭୂତ ହେବ ବୋଲି ଅନୁମାନ କରାଯାଉଛି। ତେବେ ସମ୍ଭାବ୍ୟ ଲଘୁଚାପ ଜନିତ ବାତ୍ୟା ଯୋଗୁ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ପାଇବା ଆଶଙ୍କା ରହୁଛି। ଶୀତ ପଡିଥିବାରୁ ଲୋକେ ନିଆଁ ପୁଉଁଥିବା ଲକ୍ଷ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

କୂଅରୁ ମିଳିଲା ଯୁବକଙ୍କ ମୃତଦେହ: ଗାଁରେ ପଡିଛି ଚହଳ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗାଁ ମା’ ମାଣିକେଶରୀ ମନ୍ଦିର ନିକଟ ଶ୍ରୀ ମଦନ ମୋହନ ମନ୍ଦିର ପରିସରରେ ଥିବା କୂଅରୁ…

ଦୋକାନରେ ପିଉଥିଲେ ଚା’, ମୁଣ୍ଡରେ ପଡିଲା ଗଛ ଡ଼ାଳ, ତା’ପରେ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ସୋମବାର ଭୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଆଡ଼ପଡ଼ା ଗ୍ରାମରେ ରହୁଥିବା…

ଆନ୍ଧ୍ରରେ କରୋନା ମୃତ୍ୟୁ, ଓଡ଼ିଶା ସୀମାରେ ହାଇଆଲର୍ଟ

ଭୁବନେଶ୍ୱର,୧୩।୭: ଆନ୍ଧ୍ରପ୍ରଦେଶରେ COVID-19ରେ ଆକ୍ରାନ୍ତ ହୋଇ ୨ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସୀମାରେ ହାଇଆଲର୍ଟ ଜାରି କରାଯାଇଛି। ଏପରକି ଆନ୍ଧ୍ର ସୀମାନ୍ତ ଜିଲାର CDMOମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri