କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

କାର୍ଯ୍ୟଦକ୍ଷତା ବଢ଼ାଇବାର ଏକ ସହଜ ତଥା ସରଳ ଉପାୟ ହାତ ପାଆନ୍ତାରେ ରହିଛି। ଯଦି ଜଣେ ବ୍ୟକ୍ତି ତାଙ୍କର ମନ ପସନ୍ଦର ବହି ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତାରେ ବୃଦ୍ଧି ଘଟିଥାଏ। ଏପରି ବିଷୟକୁ ନେଇ ନିକଟରେ ହୋଇଥିବା ଏକ ସର୍ଭେରୁ ଏଭଳି ରୋଚକ ତଥ୍ୟ ମିଳିଛି। ‘କାର୍ଯ୍ୟଦକ୍ଷତା ଓ ପଢ଼ାପଢ଼ି’ ଶୀର୍ଷକ ବିଷୟକୁ ନେଇ ୟୁନିଭର୍ସିଟି ଅଫ ଓ୍ବାଶିଂଟନ୍‌ର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଏହାର ଅନ୍ତର୍ଭୁକ୍ତ ବ୍ୟକ୍ତିମାନଙ୍କୁ ଦୁଇ ଭାଗରେ ବିଭକ୍ତ କରାଯାଇଥିଲା। ଗୋଟିଏ ଗ୍ରୁପ୍‌ରେ ଥିବା ବ୍ୟକ୍ତିମାନଙ୍କୁ ସାଧାରଣ ଜୀବନ ଶୈଳୀ ଆପଣେଇବାକୁ କୁହାଯାଇଥିଲା। ଅନ୍ୟପକ୍ଷରେ ଦ୍ୱିତୀୟ ଗ୍ରୁପ୍‌ରେ ଥିବା ବ୍ୟକ୍ତିଙ୍କୁ ନିୟମିତ ସେମାନଙ୍କର ମନପସନ୍ଦର ବହି ପଢ଼ିବାକୁ ବିଶେଷଜ୍ଞମାନେ ପରାମର୍ଶ ଦେଇଥିଲେ। ଆଶ୍ଚର୍ଯ୍ୟଜନକ ଭାବରେ ନିୟମିତ ନିଜ ମନ ପସନ୍ଦର ବହି ପଢ଼ୁଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଅଧିକାଂଶ ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତା ପୂର୍ବାପେକ୍ଷା ବୃଦ୍ଧି ପାଇଥିବାର ଜଣାପଡିଥିଲା ବୋଲି ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତିର ବରଦାନ: ମା’ର ଖାଦ୍ୟ

ମା’ କ୍ଷୀର ଶିଶୁ ପାଇଁ ସର୍ବୋତ୍ତମ। ଏ ସମ୍ପର୍କରେ ବିଶ୍ୱବ୍ୟାପୀ ପ୍ରସାର କରିବା ପାଇଁ ୧୯୯୧ ମସିହା ଫେବୃୟାରୀ ୧୪ରେ ଓ୍ବାଲର୍‌ଡ ଆଲିଆନ୍ସ ଫର୍‌ ବ୍ରେଷ୍ଟ...

ଜରା ଯନ୍ତ୍ରଣା

ସତୁରି ବର୍ଷ ପରେ ମଣିଷ ଜରାଗ୍ରସ୍ତ ହୁଏ। ଏହି ବୟସରେ ଅନେକ ବ୍ୟାଧି ଦେଖାଯାଏ। ଶାରୀରିକ, ମାନସିକ ଓ ସାମାଜିକ ସମସ୍ୟା ବଞ୍ଚତ୍ବାର ଆଶାକୁ ଧୂଳିସାତ...

ଓ୍ବିଣ୍ଟର କ୍ୟାପ୍‌ ଫ୍ୟାଶନ୍‌

ଶୀତଦିନେ ନିଜକୁ ନୂଆ ଲୁକ୍‌ ଦେବା ପାଇଁ ଅଧିକାଂଶ କିଛି ନା କିଛି ନୂଆ ଗେଟ୍‌ଅପ୍‌ ଆପଣାନ୍ତି। ତେବେ ଏଦିନେ ସାଲ୍‌ ହେଉ କି ସ୍ବେଟର୍‌...

ଏହି ୩ ଲୋକ ପୃଥିବୀ ପାଇଁ ବୋଝ: ଏଭଳି ଲୋକଙ୍କର ନାହିଁ ବଞ୍ଚିବାର ଅଧିକାର

ପ୍ରତ୍ୟେକ ମଣିଷ କିଛି ଉଦ୍ଦେଶ୍ୟ ନେଇ ଜନ୍ମଗ୍ରହଣ କରିଥାନ୍ତି। ଆଚାର୍ଯ୍ୟ ଚାଣକ୍ୟଙ୍କ ଅନୁଯାୟୀ, ଯଦି କୌଣସି ବ୍ୟକ୍ତିଙ୍କ ଜ୍ଞାନ ଏବଂ ଗୁଣ ନାହିଁ, ତେବେ ଏପରି...

ଏହି ଯୋଗାସନ ଦୂର କରେ ଅନେକ ରୋଗ

ପ୍ରତିଦିନ ପୌଷ୍ଟିକ ଆହାର ସହିତ ଯୋଗାଭ୍ୟାସ କଲେ ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ଯୋଗାସନ କରିବା ଦ୍ୱାରା ମସ୍ତିଷ୍କରେ ରକ୍ତ ସଂଚାଳନ ଠିକ୍‌ ଭାବରେ ହୋଇଥାଏ।...

ତ୍ୱଚାକୁ ସୁସ୍ଥ ରଖେ ଟମାଟୋ

ଟମାଟୋ ଦେଖିବାକୁ ଯେତିକି ଆକର୍ଷଣୀୟ, ଖାଦ୍ୟକୁ ବି କରେ ସେତିକି ସ୍ବାଦିଷ୍ଟ। କେବଳ ଏତିକି ନୁହେଁ ଏଥିରେ ମଧ୍ୟ ଭରିରହିଛି ଏକାଧିକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ।...

ଖରାଦିନେ ତ୍ୱଚାର ଯତ୍ନ

ଖରାଦିନେ ସାଧାରଣତଃ ତ୍ୱଚା ମଳିନ ପଡ଼ିଯାଏ। ଆପଣ ଚାହିଁଲେ କିଛି ଟିପ୍ସ ଆପଣାଇ ଏଥିରୁ ଆରାମ ପାଇପାରିବେ… – କଟନ କପଡ଼ାରେ ବରଫ ଖଣ୍ଡକୁ ରଖି...

ରୁହନ୍ତୁ ଟ୍ୟାନ୍‌ ଫ୍ରି

ଏଦିନେ ଅଧିକ ସମୟ ସୂର୍ଯ୍ୟକିରଣରେ ରହିବାକୁ ଅନେକଙ୍କୁ ଭଲ ଲାଗୁଥିବାରୁ ତ୍ୱଚାରେ ସନ୍‌ବର୍ନ ବା ଟ୍ୟାନିଂ ସମସ୍ୟା ଦେଖାଦିଏ। ଏହାକୁ ଦୂର କରିବା ଲାଗି ଅନେକେ...

Advertisement
Archives

Model This Week