ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୯୬ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୭୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷ ମଧ୍ୟରେ। ଆକ୍ରାନ୍ତଙ୍କ ମଧ୍ୟରୁ ୪୨୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୯୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୯୬ ହଜାର ୧୫୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୭୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୫, ବାଲେଶ୍ୱରରୁ ୧୯, ବରଗଡ଼ରୁ ୨, ଭଦ୍ରକରୁ ୨୨, ବଲାଙ୍ଗୀରରୁ ୪, ବୌଦ୍ଧରୁ ୧, କଟକରୁ ୯୧, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୫, ଗଞ୍ଜାମରୁ ୫, ଜଗତ୍‌ସିଂହପୁରରୁ ୩୩, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୫, କନ୍ଧମାଳରୁ ୯, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୧୧ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୩, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୨୯, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୧୮, ନୂଆପଡ଼ାରୁ ୨, ପୁରୀରୁ ୧୬, ରାୟଗଡ଼ାରୁ ୮, ସମ୍ବଲପୁରରୁ ୬, ସୁବର୍ଣ୍ଣପୁରରୁ୩ ଓ ସୁନ୍ଦରଗଡ଼ରୁ ୧୧ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୬୦ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୃତ୍ତ ଚିହ୍ନରେ ରହି ହାଟ ସାମଗ୍ରୀ କିଣିଲେ ଲୋକେ

ବନ୍ତ,୨୯।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ରବିବାର ସାପ୍ତାହିକ ହାଟରେ ଲୋକେ ଧଳା ଗୋଲେଇ ଭିତରେ ରହି ସାମଗ୍ରୀ କିଣୁଥିବାର ଦେଖାଯାଇଛି। ସାମାଜିକ ଦୂରତା ପାଳନ କରିବା...

ଆଜି ୧୦ଟି ଟେବୁଲରେ ଗଣତି

ପଟ୍ଟାମୁଣ୍ଡାଇ ୨୬ା୩(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟିର ମାନ୍ୟତା ମିଳିବା ପରେ ପ୍ରଥମଥର ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଛି। ଏହାର ଫଳାଫଳକୁ ନେଇ ବିଭିନ୍ନ...

କରୋନା ସଂକ୍ରମଣ: ପୃଥିବୀର ୧୫ ଶୀର୍ଷ ଦେଶ ତାଲିକାରେ ଭାରତର ସ୍ଥାନ ୧୨

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ହୋଇଥିବା ୧୫...

୪ ରାଜ୍ୟକୁ ଗଲା ୨୫୦ ଟନ୍‌ ଅକ୍ସିଜେନ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ଗତ ୨୪ ଘଣ୍ଟାରେ ରାଜ୍ୟ ବାହାରକୁ ୨୫୦ ଟନ୍‌ ଅକ୍ସିଜେନ ପଠାଯାଇଛି। ପ୍ରାୟ ୧୫ ଟ୍ୟାଙ୍କରରେ ୪ ରାଜ୍ୟକୁ ଏହି...

ଗ୍ରାହକଙ୍କ ଚାହିଦା ସର୍ବୋଚ୍ଚ ପ୍ରାଥମିକତା

ଅନେକ ବାଧାବିଘ୍ନ ଅତିକ୍ରମ କରି ୯୦ ଦଶକରେ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରେ ଆରମ୍ଭ କରିଥିଲେ ‘ଗ୍ରୀନ୍‌ ଚିଲିଜ୍‌’। ଦୃଢ଼ ଇଚ୍ଛାଶକ୍ତି ତଥା ଅକ୍ଳାନ୍ତ ପରିଶ୍ରମ ବଳରେ...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨୦ ବୋମାମାଡ଼

ବ୍ରହ୍ମଗିରି,୨୫।୨(ଡି.ଏନ୍‌.ଏ.): ରାଜନୈତିକ ବିବାଦ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବ୍ରହ୍ମଗିରି ଥାନା ଅନ୍ତର୍ଗତ ଦଣ୍ଡୁଆସିପଡ଼ା ଗ୍ରାମରେ ଗୁରୁବାର ପୁଣିଥରେ ଗୋଷ୍ଠୀ ସଂଘର୍ଷ ସହ ୨୦ରୁ ଊର୍ଦ୍ଧ୍ୱ...

ଆଜିଠୁ ଏମ୍‌ଏସ୍‌ଏମ୍‌ଇ ବାଣିଜ୍ୟମେଳା

ଭୁବନେଶ୍ୱର, ୫।୩(ବ୍ୟୁରୋ):ରାଜ୍ୟର ବାଣିଜ୍ୟ ଓ ରପ୍ତାନିକୁ ଆହୁରି ମଜଭୁତ କରିବା ପାଇଁ ଓଡ଼ିଶା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପକ୍ଷରୁ ଶୁକ୍ରବାରଠାରୁ ଏମ୍‌ଏସ୍‌ଏମ୍‌ଇ...

କରୋନା ତୃତୀୟ ଲହର: ଦେଶରେ ପ୍ରଥମଥର ୨୪ ଘଣ୍ଟାରେ ୨ ଲକ୍ଷ ଅତିକ୍ରମ କଲା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୩ ।୧: କରୋନାର ତୃତୀୟ ଲହର ଦେଶରେ ତାଣ୍ଡବ ରଚୁଥିବା ସମୟରେ ପ୍ରଥମଥର ଲାଗି ଗତ ୨୪ ଘଣ୍ଟାରେ ଗୁରୁବାର ୧୨ଟା ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା...

Advertisement
Archives

Model This Week