ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୫୫ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୭ ହଜାର ୨୬୧ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୭୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୫, ବାଲେଶ୍ୱରରୁ ୧୮, ବରଗଡ଼ରୁ ୩, ଭଦ୍ରକରୁ ୧୦, କଟକରୁ ୪୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୩, ଗଜପତିରୁ ୧, ଗଞ୍ଜାମରୁ ୪, ଜଗତ୍‌ସିଂହପୁରରୁ ୨୦, ଯାଜପୁରରୁ ୨୧, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୮, ନବରଙ୍ଗପୁରରୁ ୮, ନୟାଗଡ଼ରୁ ୮, ନୂଆପଡ଼ାରୁ ୪, ପୁରୀରୁ ୧୫, ରାୟଗଡ଼ାରୁ ୪, ସମ୍ବଲପୁରରୁ ୯ ଓ ସୁନ୍ଦରଗଡ଼ରୁ ୬ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୪୨ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କାଏ ନ କମାଇବାରୁ ପିଟି ମାରିଦେଲେ

ରୂପ୍‌ସା/ବସ୍ତା,୧୪।୨(ଡି.ଏନ.ଏ./ସ୍ବ.ପ୍ର.):ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ସାର୍ଥା ଅଞ୍ଚଳରେ ସାମାନ୍ୟ ସିଗାରେଟ କିଣାକୁ କେନ୍ଦ୍ରକରି ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ନିଶାଗ୍ରସ୍ତ ଯୁବକମାନେ ପିଟି ପିଟି...

ଏମକେସିଜିରେ ପୁଣି ୩ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୧୦।୪: କରୋନା ଭାଇରସ ଆତଙ୍କ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏଡାର ମୁକାବିଲା ଲାଗି ସରକାର ସାରା ଦେଶରେ ଲକ୍‌ ଡାଉନ...

ବିଏମ୍‌ସିର ଘୋଷଣା: ଭୁବନେଶ୍ୱର ଖୋଲା ମଳମୁକ୍ତ ସହର

ଭୁବନେଶ୍ୱର, ୪ା୧(ବ୍ୟୁରୋ):  ଭୁବନେଶ୍ୱରରେ ବର୍ତ୍ତମାନ ୨୨୬ଟି ଶୌଚାଳୟ କାର୍ଯ୍ୟରତ ଥିବାବେଳେ ଏଥିରେ ୧୬୯୮ଟି ସିଟ୍‌ରେ ଲୋକେ ଶୌଚ କରୁଛନ୍ତି। ସାମୂହିକ, ଗୋଷ୍ଠୀ, ଇ-ଟଏଲେଟ୍‌ ଓ ପେଟ୍ରୋଲପମ୍ପ...

ଓଡ଼ିଶା ଛୁଇଁଲା ମୌସୁମୀ: ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୧।୬(ବ୍ୟୁରୋ): ଦୀର୍ଘ ପ୍ରତିକ୍ଷା ପରେ ଶୁକ୍ରବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।...

ନୂଆପଡ଼ାରେ ଢୋଲକିଆ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡିର ରାଜେନ୍ଦ୍ର କୁମାର ଢୋଲକିଆ ଆଗରେ ରହିଛନ୍ତି। ଢୋଲକିଆ ୨୦୧୫୪ ଭୋଟ...

୨୩ ସଂକ୍ରମିତ ପାଲଟିଲେ ସୁପର ସ୍ପ୍ରେଡ଼ର: ୫୫୮ ଲୋକଙ୍କ ପାଖରେ ପହଞ୍ଚିଲା କରୋନା ମହାମାରୀ ସଂକ୍ରମଣ !

ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ୭ ରାଜ୍ୟର ୧୫ ଜିଲାରେ ୨୩ ଜଣ ସଂକ୍ରମିତ ସୁପର ସ୍ପ୍ରେଡ଼ର...

ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆଜି ୮ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ ହେବାରେ ଲାଗିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ...

୧୫ ଡିଗ୍ରୀ ତଳେ ରାଜ୍ୟର ୧୧ ସହର

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟର ୧୧ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ରେକର୍ଡ କରାଯାଇଛି। ସୋନପୁର ରାଜ୍ୟର ସବୁଠୁ...

Advertisement


Archives

Model This Week