ବଢୁଛି ପିଲାଙ୍କ ଚିନ୍ତା; ଆଜି ୭୮ ଛୁଆ ପଜିଟିଭ୍‌

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୬୦ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୭ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୮ ହଜାର ୪୧୧ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୦ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୩, ବାଲେଶ୍ୱରରୁ ୧୩, ବରଗଡ଼ରୁ ୧, ଭଦ୍ରକରୁ ୨, ବଲାଙ୍ଗୀରରୁ ୧, କଟକରୁ ୬୨, ଦେବଗଡ଼ରୁ ୨, ଢେଙ୍କାନାଳରୁ ୪, ଗଜପତିରୁ ୪, ଗଞ୍ଜାମରୁ ୨, ଜଗତ୍‌ସିଂହପୁରରୁ ୧୨, ଯାଜପୁରରୁ ୧୧, ଝାରସୁଗୁଡାରୁ ୧ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୮, କୋରାପୁଟରୁ ୨, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୧୭, ନୟାଗଡ଼ରୁ ୫, ନୂଆପଡାରୁ ୨, ପୁରୀରୁ ୮, ରାୟଗଡ଼ା ୩୧, ସମ୍ବଲପୁରରୁ ୨୪, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୫, ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୪୩ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ…

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri