ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୮୦ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୪।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୬୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷ ମଧ୍ୟରେ। ଆକ୍ରାନ୍ତଙ୍କ ମଧ୍ୟରୁ ୩୬୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨ ହଜାର ୩୨୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୧୪ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୮, ବାଲେଶ୍ୱରରୁ ୫୦, ବରଗଡ଼ରୁ ୬, ଭଦ୍ରକରୁ ୮, କଟକରୁ ୫୬, ଦେବଗଡ଼ରୁ ୯, ଢେଙ୍କାନାଳରୁ ୬, ଗଜପତିରୁ ୨, ଗଞ୍ଜାମରୁ ୬, ଜଗତ୍‌ସିଂହପୁରରୁ ୩୮, ଯାଜପୁରରୁ ୩୪, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୩, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୧୮ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୧୧, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୭, ନୟାଗଡ଼ରୁ ୧୦, ନୂଆପଡ଼ାରୁ ୧, ପୁରୀରୁ ୨୯, ରାୟଗଡ଼ାରୁ ୧୨, ସମ୍ବଲପୁରରୁ ୧୮, ସୁବର୍ଣ୍ଣପୁରରୁ ୬ ଓ ସୁନ୍ଦରଗଡ଼ରୁ ୬ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୪୮ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ଟ୍ରମ୍ପଙ୍କ ୩ ବଡ଼ ସର୍ତ୍ତ: ଯାହା କାରଣରୁ ଅଟକିଲା ଇରାନ-ଆମେରିକାର ଶାନ୍ତି ଚୁକ୍ତି

ନୂଆଦିଲ୍ଲୀ, ୨୬।୫: ଇରାନ ଏବଂ ଆମେରିକା ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନାର ଅନ୍ତ ଘଟାଇବା ପାଇଁ ଆଶା କରାଯାଉଥିବା ଶାନ୍ତି ଚୁକ୍ତିନାମା ଏବେ ଝୁଲି…

ଆଶ୍ଚର୍ଯ୍ୟ! ବାହାଘର ରିଟର୍ନ ଗିଫ୍ଟ ଦେଖି ଛାନିଆ ହେଲେ ଗାଁ ଲୋକେ, ଯିଏ ଶୁଣିଲା…

ମୁମ୍ବାଇ,୨୬।୫: ବିବାହରେ ଅତିଥିମାନଙ୍କୁ ପ୍ରତିଦାନ(ରିଟର୍ନ) ଉପହାର ଦେବାର ପ୍ରଥା ଏକ ବହୁ ପୁରୁଣା ପରମ୍ପରା । ତେବେ ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରେ ସମ୍ପ୍ରତି ଅନୁଷ୍ଠିତ ଏକ ବିବାହ…

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା…

କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: କହୁ କହୁ ବଡ କଥା କହିଦେଲେ ମନ୍ତ୍ରୀ, ନୂତନ ମନ୍ତ୍ରିମଣ୍ଡଳରେ….

ଭୁବନେଶ୍ୱର,୨୬।୫: ଓଡ଼ିଶାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ଚର୍ଚ୍ଚା ମଧ୍ୟରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ ଅପଡେଟ ଦେଇଛନ୍ତି। ସେ କହିଛନ୍ତି ଯେ, କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ…

ପୁଣି କରୋନା ଭଳି ହେବ ଲକ୍‌ଡାଉନ! ଇବୋଲା ଭୂତାଣୁକୁ ନେଇ ଭାରତରେ ହାଇଆଲର୍ଟ: ଜାଣନ୍ତୁ ସରକାରଙ୍କ ଗାଇଡଲାଇନ

ନୂଆଦିଲ୍ଲୀ, ୨୬।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହିତ ଏକ ବୈଠକରେ ଇବୋଲା ନିବାରଣ, ନିରୀକ୍ଷଣ ଏବଂ ଜରୁରୀକାଳୀନ ପ୍ରତିକ୍ରିୟା ବ୍ୟବସ୍ଥା ସମୀକ୍ଷା କରାଯାଇଛି। କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri