ରାଜ୍ୟରେ ଉପରମୁହାଁ ସଂକ୍ରମଣ: ବଢୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ପୁଣି ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ହେଉଛି। ରାଜ୍ୟରେ ମଙ୍ଗଳବାର ୫୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୨୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୩୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୫ ହଜାର ୯୭୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୦୫ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୫,ବାଲେଶ୍ୱରରୁ ୧୦, ଭଦ୍ରକରୁ ୮, ବଲାଙ୍ଗୀରରୁ ୧, ବୌଦ୍ଧରୁ ୭ କଟକରୁ ୪୧, ଢେଙ୍କାନାଳରୁ ୧, ଗଞ୍ଜାମରୁ ୩, ଜଗତ୍‌ସିଂହପୁରରୁ ୧୧, ଯାଜପୁରରୁ ୧୧, ଝାରସୁଗୁଡ଼ାରୁ ୫ ଆକ୍ରାନ୍ତ ଅଛନ୍ତି। ସେହିପରି କେନ୍ଦ୍ରାପଡ଼ାରୁ ୮, କେନ୍ଦୁଝରରୁ ୩, ମାଲକାନଗିରିରୁ ୧, କୋରାପୁଟରୁ ୩, ମୟୂରଭଞ୍ଜରୁ ୧୫, ପୁରୀରୁ ୧୨, ସମ୍ବଲପୁରରୁ ୧୭, ସୁନ୍ଦରଗଡ଼ରୁ ୧୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୭୧ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri