ଆମାଜନ.ଇନ୍‌ରେ ଗ୍ରାହକଙ୍କ ଚାହିଦା ବୃଦ୍ଧି

ନୂଆଦିଲ୍ଲୀ,୮।୧୦: ଦେଶର ପ୍ରମୁଖ ଇ-କର୍ମସ କମ୍ପାନୀ ଆମାଜନ.ଇନ୍‌ରେ ‘ଆମାଜନ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ (ଏଜିଆଇଏଫ୍‌)-୨୦୨୨’ ବର୍ତ୍ତମାନ ସକ୍ରିୟ ରହିଛି। ଏଥିରେ ବିଭିନ୍ନ ବର୍ଗରେ ବ୍ୟାପକ ଶ୍ରେଣୀୟ ଉତ୍ପାଦ ରହିଛି। ଏହା ମାଧ୍ୟମରେ କମ୍ପାନୀ ସାରା ଦେଶରେ ରହିଥିବା ଏହାର କୋଟି କୋଟି ଗ୍ରାହକଙ୍କ ନିକଟରେ ପହଞ୍ଚତ୍ପାରିଛି। ତେବେ ଚଳିତ ବର୍ଷ ପାର୍ବଣରେ ଭୁବନେଶ୍ୱରର ଗ୍ରାହକଙ୍କ ମଧ୍ୟରେ ‘ରେଡି ମିଲ୍ସ’ରେ ୫ଗୁଣା ବୃଦ୍ଧି ଦେଖିବାକୁ ମିଳିଛି। ଏହା ସହିତ ଗତ ବର୍ଷ ତୁଳନାରେ ଚକୋଲେଟ୍‌ରେ ୨ଗୁଣା, ପୁରୁଷ ଗ୍ରୁମିଙ୍ଗ ଉତ୍ପାଦରେ ୪ଗୁଣା ଏବଂ କ୍ଲିନିଂ ଯୋଗାଣ ସାମଗ୍ରୀରେ ୨.୫ ଗୁଣା ବୃଦ୍ଧି ଦେଖିବାକୁ ମିଳିଛି। ଏ ସମ୍ପର୍କରେ ଆମାଜନ ଇଣ୍ଡିଆର ଇନ୍‌-କଞ୍ଜ୍ୟୁମେବଲ୍‌ ନିର୍ଦ୍ଦେଶକ ନିଶାନ୍ତ ରମଣ କହିଛନ୍ତି, ଆମାଜନ ଇଣ୍ଡିଆ ଏହି ମାର୍କେଟ ପ୍ଲେସ୍‌ରେ ସେଲରମାନଙ୍କୁ, ସାରା ଭାରତର ଗ୍ରାହକଙ୍କୁ ସେମାନଙ୍କ ସୁବିଧା ଅନୁଯାୟୀ ଅତୁଳନୀୟ ମୂଲ୍ୟରେ ବ୍ୟାପକଶ୍ରେଣୀୟ ଉତ୍ପାଦ ଯୋଗାଇଦେବା ଲାଗି ସହାୟତା କରୁଛି। ଚଳିତ ପାର୍ବଣରେ ଆମେ ଟିୟର-୨ ଓ ଟିୟର-୩ ସହରରୁ ୮୦%ରୁ ଅଧିକ ବୃଦ୍ଧି ପରିଲକ୍ଷିତ କରିଛୁ। ସେହିଭଳି ରେଡି-ଟୁ-ଇଟ୍‌ ମିଲ୍ସ,ଚକୋଲେଟ, ଗ୍ରୁମିଂ, ହାଇଜିନ ଉତ୍ପାଦ, ପେଟ୍‌, ବେବି ଏବଂ ଲଣ୍ଡ୍ରି ଉପକରଣ ଏବଂ ଅନ୍ୟାନ୍ୟ ବର୍ଗରେ ଶପିଂ କ୍ଷେତ୍ରରେ ନୂଆ ଗ୍ରାହକଙ୍କ ସଂଖ୍ୟାରେ ୨ ଗୁଣା ବୃଦ୍ଧି ପରିଲକ୍ଷିତ କରିଛୁ। ଆମେ ଆମର ସେଲର, ବ୍ରାଣ୍ଡ୍‌ ଏବଂ ଗ୍ରାହକମାନଙ୍କୁ ଏହି ଅବସରରେ ସହାୟତା ପ୍ରଦାନ କରୁଛୁ, ଯଦ୍ଦ୍ବାରା ଦଶହରା, ଧନତେରସ ଓ ଦୀପାବଳିର ପାର୍ବଣ ଆହୁରି ଆନନ୍ଦଦାୟକ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?