ବଢ଼ୁଛି ଦୈନିକ ସଂକ୍ରମଣ: ଦିନକରେ ୧୧୦୮୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ ୧୧୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୧ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୪୩୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୬୫୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୧ ଲକ୍ଷ ୫୫ ହଜାର ୪୮୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪୬୯ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୩୯, ବାଲେଶ୍ୱରରୁ ୩୨୩, ବରଗଡ଼ରୁ ୧୨୫, ଭଦ୍ରକରୁ ୧୩୨, ବଲାଙ୍ଗୀରରୁ ୩୦୦, ବୌଦ୍ଧରୁ ୮୩, କଟକରୁ ୭୬୬, ଦେବଗଡ଼ରୁ ୫୩, ଢେଙ୍କାନାଳରୁ ୧୫୭, ଗଜପତିରୁ ୯୩, ଗଞ୍ଜାମରୁ ୧୧୬, ଜଗତ୍‌ସିଂହପୁରରୁ ୨୭୩, ଯାଜପୁରରୁ ୨୭୫, ଝାରସୁଗୁଡ଼ାରୁ ୧୩୨, କଳାହାଣ୍ଡିରୁ ୨୫୩, କନ୍ଧମାଳରୁ ୫୧, କେନ୍ଦ୍ରାପଡ଼ାରୁ ୮୫, କେନ୍ଦୁଝରରୁ ୨୨୩, କୋରାପୁଟରୁ ୧୯୬, ମାଲକାନଗିରିରୁ ୫୪ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୩୯୩, ନବରଙ୍ଗପୁରରୁ ୧୩୭, ନୟାଗଡ଼ରୁ ୧୪୯, ନୂଆପଡ଼ାରୁ ୧୦୪ , ପୁରୀରୁ ୧୮୮, ରାୟଗଡ଼ାରୁ ୧୮୭ ,ସମ୍ବଲପୁରରୁ ୩୦୨ ସୁବର୍ଣ୍ଣପୁରରୁ ୧୫୩ , ସୁନ୍ଦରଗଡ଼ରୁ ୧୪୧୬ ଥିବାବେଳେ ଷ୍ଟେଟ ପୁଲ୍‌ରୁ ୭୫୯ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଲଗାଇଲେ ନିଆଁ: ମାଛପଡ଼ା ଗ୍ରାମରେ ୨୧ ବଖରା ଭସ୍ମ; ୨ ଅଟକ, ପୋଲିସ ଆହତ

ଡେଲାଙ୍ଗ,୧୨ା୧୧(ଡି.ଏନ.ଏ.)- ଡେଲାଙ୍ଗ ଥାନା ଅଧୀନସ୍ଥ ଗୁଆଳିପଡା ପଞ୍ଚାୟତର ମାଛପଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏକ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୦...

ଦିଲ୍ଲୀ ପରେ ଏବେ ପାଟନା ଏମ୍ସରେ ପ୍ଲାଜମା ଥେରାପିରେ ହେବ କରୋନା ରୋଗୀଙ୍କ ଚିକିତ୍ସା

ପାଟନା,୨୫।୪: ଦିଲ୍ଲୀ ପରେ ଏବେ ବିହାର ସରକାର ପାଟନାରେ ଥିବା ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ପ୍ଲାଜମା ଥେରାପି ମାଧ୍ୟମରେ କରୋନା ସଂକ୍ରମିତ...

ଫନୀକୁ ବିତିଲା ୨ମାସ, ସଳଖିହେଉନି ସୂଚନାଫଳକ

ନରାଜ,୨୦ା୭(ଡି.ଏନ୍‌.ଏ.): ବାରଙ୍ଗ ଅଞ୍ଚଳରେ ବିିଭିନ୍ନ ଅଞ୍ଚଳକୁ ରାସ୍ତା ଜଣାଇବା ପାଇଁ ଥିବା ସୂଚନାଫଳକଗୁଡିକ ବାତ୍ୟା ଫନୀରେ ଭାଙ୍ଗି ଯାଇଥିଲା। ଫନୀ ଯିବାର ଦୁଇମାସରୁ ଊର୍ଦ୍ଧ୍ୱ ହୋଇଯାଇଥିଲେ...

ରାଜ୍ୟବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୧(ବ୍ୟୁରୋ): ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଇଂରାଜୀ ନବବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସମୃଦ୍ଧି, ସୁଯୋଗ ଓ ସମ୍ଭାବନାର...

କରୋନା ବଦଳାଇ ଦେଲା ଜୀବିକା: ପାନ ବିକୁଛନ୍ତି ଯାତ୍ରା କମେଡିଆନ୍‌

ଭଣ୍ଡାରିପୋଖରୀ, ୨୦ା୮(ଦେବେନ୍ଦ୍ର ଆନ୍ଦିଆ)- କରୋନା ଛଡ଼ାଇ ନେଇଛି ଜୀବନ ଜୀବିକା। କାଲି ଯିଏ ମଞ୍ଚରେ ହସାଇ ଦର୍ଶକଙ୍କୁ ବେଦମ କରୁଥିଲେ, ସେ ଆଜି ରାଜପଥ ପାର୍ଶ୍ୱରେ...

କଣ୍ଢେଇ ନାଚରେ ପର୍ଯ୍ୟଟନ ସଚେତନ କରୁଛନ୍ତି ତେଲେଙ୍ଗାନାର ମାଧବୀଲତା

କୋରାପୁଟ,୨୭ା୧୦(ସ୍ବ.ପ୍ର.): ପ୍ରତି ଗ୍ରାମ ଓ ସହରାଞ୍ଚଳରେ ରୋଡ ଶୋ ହେଉଛି। ପାରମ୍ପରିକ ଷ୍ଟେଜ ଶୋ କରାଯାଉଛି। ଏହି ଶୋଗୁଡ଼ିକରେ କଣ୍ଢେଇ ନାଚ ପ୍ରଦର୍ଶନ କରି ପର୍ଯ୍ୟଟନସ୍ଥଳୀ...

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୭ ଆକ୍ରାନ୍ତ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୭ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୪୬ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୧ ଲୋକାଲ କେସ୍‌...

ପୁଅର ନାମ ଲକ୍‌ଡାଉନ୍‌

ଲକ୍ଷ୍ନୌ: ସମଗ୍ର ବିଶ୍ୱରେ କରୋନା ଭୟାବହ ପରିସ୍ଥିତି ସୃଷ୍ଟି କରିଛି। ସାରା ଦେଶରୁ କରୋନା କବଳରୁ ଲୋକଙ୍କୁ ରକ୍ଷା କରିବାକୁ ସରକାର ସବୁଆଡେ ଲକ୍‌ଡାଉନ୍‌ ଘୋଷଣା...

Advertisement
Archives

Model This Week