ବଢ଼ୁଛି ଦୈନିକ ସଂକ୍ରମଣ: ଦିନକରେ ୮୭୭୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ ୮୭୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୯୨ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫୦୯୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୬୮୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୯୧ ହଜାର ୫୪୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୧୫ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୦୭, ବାଲେଶ୍ୱରରୁ ୨୩୧, ବରଗଡ଼ରୁ ୧୩୬, ଭଦ୍ରକରୁ ୧୦୩, ବଲାଙ୍ଗୀରରୁ ୨୧୬, ବୌଦ୍ଧରୁ ୧୨, କଟକରୁ ୭୬୬, ଦେବଗଡ଼ରୁ ୨୫, ଢେଙ୍କାନାଳରୁ ୭୮, ଗଞ୍ଜାମରୁ ୧୦୬, ଜଗତ୍‌ସିଂହପୁରରୁ ୧୧୪, ଯାଜପୁରରୁ ୧୯୧, ଝାରସୁଗୁଡ଼ାରୁ ୨୦୩, କଳାହାଣ୍ଡିରୁ ୮୬, କନ୍ଧମାଳରୁ ୨୦, କେନ୍ଦ୍ରାପଡ଼ାରୁ ୪୬, କେନ୍ଦୁଝରରୁ ୯୫, କୋରାପୁଟରୁ ୧୬୧, ମାଲକାନଗିରିରୁ ୧୨ ଆକ୍ରାନ୍ତ ଅଛନ୍ତି। ସେହିପରି ମୟୂରଭଞ୍ଜରୁ ୩୩୮, ନବରଙ୍ଗପୁରରୁ ୧୧୨, ନୟାଗଡ଼ରୁ ୭୫, ନୂଆପଡ଼ାରୁ ୬୭ , ପୁରୀରୁ ୨୧୬, ରାୟଗଡ଼ାରୁ ୬୫ ,ସମ୍ବଲପୁରରୁ ୫୯୬ ସୁବର୍ଣ୍ଣପୁରରୁ ୮୭ , ସୁନ୍ଦରଗଡ଼ରୁ ୧୨୫୨ ଥିବାବେଳେ ଷ୍ଟେଟ ପୁଲ୍‌ରୁ ୫୭୫ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri