ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୫୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୮୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୦ ହଜାର ୫୦୫ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୩ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବରଗଡ଼ରୁ ୧, ଭଦ୍ରକରୁ ୧, ବଲାଙ୍ଗୀରରୁ ୧, କଟକରୁ ୬, ଢେଙ୍କାନାଳରୁ ୨, ଗଜପତିରୁ ୨, ଗଞ୍ଜାମ ୩, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୧, କୋରାପୁଟରୁ ୬, ମୟୂରଭଞ୍ଜରୁ ୩, ନୟାଗଡ଼ରୁ ୧, ପୁରୀରୁ ୧୦, ଓ ରାୟଗଡ଼ାରୁ୨ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୬, ସୁବର୍ଣ୍ଣପୁରରୁ ୧, ଓ ସୁନ୍ଦରଗଡ଼ରୁ ୧୫ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୧୬ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖରାପ ରହିଲା ଲକ୍‌ଡାଉନ ୪.୦: ପ୍ରତି ଘଣ୍ଟାରେ ସଂକ୍ରମିତ ହେଲେ ୨୭୧ ଜଣ

ନୂଆଦିଲ୍ଲୀ,୩୧।୫: ବେଳକୁ ବେଳ ଚିନ୍ତା ବଢାଇ ଚାଲିଛି କରୋନା ଭାଇରସ ସଂକ୍ରମଣ। ଏହାକୁ ରୋକିବାକୁ ଦେଶରେ ଗତ ମାର୍ଚ୍ଚ ମାସଠାରୁ ଲକ୍‌ଡାଉନ ଜାରି କରାଯାଇଛି। ତେବେ...

‘ଟିକା ଯୋଗାଣ ପ୍ରକ୍ରିୟା ତ୍ୱରାନ୍ବିତ କର’

ନୂଆଦିଲ୍ଲୀ, ୧୮ା୧୦: ନିର୍ବାଚନ ଓ ପ୍ରକୃତିକ ଦୁର୍ବିପାକ ସମୟରେ ଯେଭଳି ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଏ, କରୋନା ଟିକା ଯୋଗାଣ କ୍ଷେତ୍ରରେ ସେହିଭଳି ପ୍ରକ୍ରିୟା ଜାରି...

ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ଭାଜପା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ବିଜେଡି ଓ ଭାଜପା ମଧ୍ୟ ଭିତିରି ବୁଝାମଣା ରହିଥିବା ନେଇ କଂଗ୍ରେସ ପକ୍ଷରୁ ବାରମ୍ବାର ଅଭିଯୋଗ କରାଯାଉଥିବାବେଳେ ଏକଥାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଖଣ୍ଡନ...

ଭାରତ ଊର୍ଜା ନ୍ୟାୟକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୧।୯(ବ୍ୟୁରୋ):ଭାରତରେ ଊର୍ଜା ନ୍ୟାୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବୋଚ୍ଚ ପ୍ରଧାନ୍ୟ ଦେଉଛନ୍ତି। ଆବୁଧାବୀଠାରେ ସୋମବାର ଆୟୋଜିତ ଅନ୍ତର୍ଜାତୀୟ ଶକ୍ତି ଫୋରମର ଅଷ୍ଟମ ଏସୀୟ ଶକ୍ତି ମନ୍ତ୍ରୀସ୍ତରୀୟ...

୧୨ କୋଟି ଜିଏସ୍‌ଟି ଠକି ବ୍ୟବସାୟୀ ଗିରଫ

କଟକ ଅଫିସ, ୮।୮: ଜିଏସ୍‌ଟି ଠକେଇ ମାମଲାରେ ବଲାଙ୍ଗୀରର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେ ହେଲେ ଟିଟଲାଗଡ଼ର ତୀର୍ଥଙ୍କର ପଟେଲ। ତୀର୍ଥଙ୍କର ୧୨...

ଉଚ୍ଚଶିକ୍ଷା ପାଇଁ ଖଲାସି କାମ କରୁଛନ୍ତି ମେଧାବୀ ଛାତ୍ର

ଲୋଇସିଂହା,୪।୩: ବଲାଙ୍ଗୀର ଜିଲା ଲୋଇସିଂହା ବସ୍ତି କୁମ୍ଭାରପଡ଼ାର ମେଧାବୀ ଛାତ୍ର ମୁନୁ ରଣା। ମୁମ୍ବାଇ ଦେଉନର ସ୍ଥିତ ଟାଟା ସାମାଜିକ ବିଜ୍ଞାନ ସଂସ୍ଥାନର ଶିକ୍ଷା ବିଭାଗରେ...

ୟୁଜି, ପିଜି ପରୀକ୍ଷା ବାତିଲ ନେଇ ବିଜ୍ଞପ୍ତି: ଅଗଷ୍ଟ ଶେଷସୁଦ୍ଧା ବିକଳ୍ପ ମୂଲ୍ୟାୟନ ପରୀକ୍ଷାଫଳ

ଭୁବନେଶ୍ୱର,୧୯।୬(ବ୍ୟୁରୋ)କୋଭିଡ୍‌-୧୯ ପରିସ୍ଥିତି ଲାଗି ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟ ଓ ଡିଗ୍ରୀ କଲେଜର ୟୁଜି ଓ ପିଜି ପରୀକ୍ଷାକୁ ବାତିଲ...

ଟାର୍ଗେଟରେ ପ୍ରଦୀପ, ପାଠକ

ବ୍ରହ୍ମପୁର ଅଫିସ,୧।୧୨: ଏବେ କ୍ରାଇମ୍‌ବ୍ରାଞ୍ଚର ଟାର୍ଗେଟରେ ରହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବଂ ଆଇଏଫଏସ୍‌ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ।...

Advertisement
Archives

Model This Week