Posted inଖେଳ

ପ୍ରାରମ୍ଭିକ ବିପର୍ଯ୍ୟୟ ପରେ ଗର୍ଜିଲେ ରୋହିତ-ରିଙ୍କୁ ସିଂ, ଆଫଗାନିସ୍ତାନ ଆଗରେ ବିଜୟ ଲକ୍ଷ୍ୟ ୨୧୩

ବେଙ୍ଗାଲୁର,୧୭।୧: ଆଫଗାନିସ୍ତାନ ଶେଷ ଟି୨୦ ମ୍ୟାଚରେ ଖରାପ ଆରମ୍ଭ ପରେ ଦୃଢ଼ ପ୍ରତ୍ୟାବର୍ତ୍ତନ କରିଛି ଟିମ୍ ଇଣ୍ଡିଆ। ରୋହିତ ଶର୍ମା ଏବଂ ରିଙ୍କୁ ସିଂ ଚମତ୍କାର ବ୍ୟାଟିଂ କରି ଆଫଗାନିସ୍ତାନ ଆଗରେ ବିଜୟ ଲକ୍ଷ୍ୟ ୨୧୩ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ରୋହିତ ଏବଂ ରିଙ୍କୁଙ୍କ ମଧ୍ୟରେ ୯୫ ବଲରେ ୧୯୦ ରନର ଭାଗିଦାରୀ ହୋଇଥିଲା। ରୋହିତ ୬୯ ବଲରେ ୧୧ ଚୌକ ଓ ୮ ଛକା ସହ ୧୨୧ ରନ ସ୍କୋର କରି ଅପରାଜିତ ରହିଥିଲେ। ସେହିଭଳି ରିଙ୍କୁ ସିଂ ମାତ୍ର ୩୯ ବଲରେ ୬୯ ରନ୍ ସଂଗ୍ରହ କରିଥିଲେ। ରିଙ୍କୁ ୨ଟି ଚୌକ ଓ ଛକା ମାରିଥିଲେ।

ପ୍ରାରମ୍ଭିକ ବିପର୍ଯ୍ୟୟର ସାମ୍ନା କରିଥିବା ଭାରତ ମାତ୍ର ୨୨ ରନରେ ଚାରିଟି ୱିକେଟ୍ ହରାଇବା ସତ୍ତ୍ୱେ ଟିମ୍ ଇଣ୍ଡିଆ ୨୦ ଓଭରରେ ୪ ୱିକେଟ୍ ହରାଇ ୨୧୨ ରନ୍ ସଂଗ୍ରହ କରିଛି। ଶେଷ ପାଞ୍ଚ ଓଭରରେ ଭାରତୀୟ ଦଳ ୧୦୦ ରୁ ଅଧିକ ରନ୍ ସଂଗ୍ରହ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri