Posted inଖେଳ

ମୋହାଲିରେ ଆଫଗାନିସ୍ତାନ ଦେଖାଇଲା ଦମ୍‌, ଭାରତକୁ ଦେଲା ୧୫୯ ରନ୍‌ର ଲକ୍ଷ୍ୟ

ମୋହାଲି,୧୧।୧: ମୋହାଲିରେ ଆଫଗାନିସ୍ତାନ- ଭାରତ ଟି -୨୦ ସିରିଜର ପ୍ରଥମ ମ୍ୟାଚ ଖେଳାଯାଉଛି। ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଆଫଗାନିସ୍ତାନ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୧୫୮ ରନ୍‌ କରିଛି। ତେବେ ଟିମ୍‌ ଇଣ୍ଡିଆ ଆଗରେ ୧୫୯ ରନ୍‌ର ବିଜୟ ଲକ୍ଷ୍ୟ ରହିଛି।

ମହମ୍ମଦ ନବି ଦଳ ପାଇଁ ଚମତ୍କାର ପ୍ରଦର୍ଶନ କରି ୪୨ ରନ ସଂଗ୍ରହ କରିଛନ୍ତି। ଏହି ସେ ୩ ଛକା ଓ ୩ ଚୌକା ମାରିଛନ୍ତି। ଶେଷରେ ନାଜିବୁଲ୍ଲା ଚମତ୍କାର ବ୍ୟାଟିଂ କରି ୪ ଚୌକା ସହାୟତାରେ ଅପରାଜିତ ୧୯ ରନ୍‌ ସ୍କୋର କରିଛନ୍ତି। ସେହିପରି ଆଜମତୁଲ୍ଲା ୨୯ ରନ୍‌ ଏବଂ କ୍ୟାପଟେନ ଇବ୍ରାହିମ ଜାଦ୍ରାନ ୨୫ ରନ୍‌ର ଇନିଂସ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

ତାରିକ ରହମାନ ଆସିବା ପରେ ସୁଧୁରୁଛି ସମ୍ପର୍କ.., ବାଂଲାଦେଶ ପୁଣି ଭାରତ ପାଇଁ ଆରମ୍ଭ କରିବ ଏହି ସେବା, ତାରିଖ ଆସିଲା ସାମ୍ନାକୁ!

ନୂଆଦିଲ୍ଲୀ/ଢାକା,୨୨।୨: ନୂତନ ସରକାର ଗଠନ ହେବା ସହିତ, ବାଂଲାଦେଶ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛି। ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟର…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

ଇରାନ ଉପରେ ଏହି ଦିନ ଆକ୍ରମଣ କରିବ ଆମେରିକା, ପୂର୍ବତନ CIA ଅଧିକାରୀ କହିଲେ…

ତେହରାନ,୨୨ା୨: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ଶୀର୍ଷରେ ପହଞ୍ଚିଛି। ଟ୍ରମ୍ପଙ୍କ ଧମକ ପରେ ଇରାନ ଏହାର ଜାତିସଂଘ ମିଶନ ମାଧ୍ୟମରେ ଏକ ଚେତାବନୀ ଜାରି କରିଛି,…

Video: ରାଜସ୍ଥାନରେ ଘୋଡ଼ା ଉପରେ ବ୍ଲିଙ୍କିଟ ଡେଲିଭରି! ବୃଦ୍ଧ ଡେଲିଭରି ବୟଙ୍କ ଭିଡିଓ ଭାଇରାଲ, ଲୋକେ କହିଲେ ଏଠି ଯୁବକଙ୍କୁ ମିଳୁନି…

ଜୟପୁର,୨୨।୨: ରାଜସ୍ଥାନରେ, ଯେଉଁଠାରେ ଘୋଡ଼ା ଏବଂ ଓଟଙ୍କୁ ପରମ୍ପରା, ଗର୍ବ ଏବଂ ବୀରତ୍ୱର ପ୍ରତୀକ ଭାବରେ ବିବେଚନା କରାଯାଏ, ସେଠାରେ ଏକ ଭିଡ଼ିଓ ସାମ୍ନାକୁ ଆସିଛି ଯାହା…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ…

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri