Posted inଖେଳ

ଆଫଗାନିସ୍ତାନ ବିପକ୍ଷ ଟି -୨୦ ସିରିଜ ପାଇଁ ଆଜି ହୋଇପାରେ ଟିମ ଇଣ୍ଡିଆ ଘୋଷଣା, ରୋହିତ-ବିରାଟଙ୍କ ପ୍ରତ୍ୟାବର୍ତ୍ତନ ସମ୍ଭବ

ନୂଆଦିଲ୍ଲୀ,୫।୧: ଆଫଗାନିସ୍ତାନ ବିପକ୍ଷ ଟି -୨୦ ସିରିଜ ପାଇଁ ବିସିସିଆଇ ଶୁକ୍ରବାର ଟିମ ଇଣ୍ଡିଆର ଘୋଷଣା କରିପାରେ। ଏହି ସିରିଜ ଜାନୁଆରୀ ୧୧ରୁ ଆରମ୍ଭ ହେବ । ଖବର ଅନୁଯାୟୀ, ଏହି ସିରିଜରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ଟି -୨୦ ଦଳରେ ପ୍ରତ୍ୟାବର୍ତ୍ତନ ହେବ ।

ଆଫଗାନିସ୍ତାନ ଦଳ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ପାଇଁ ଭାରତ ଗସ୍ତ କରିବ। ସିରିଜର ପ୍ରଥମ ଟି -୨୦ ମ୍ୟାଚ ଜାନୁଆରୀ ୧୧ରେ ମୋହାଲିରେ ଖେଳାଯିବ। ଦ୍ୱିତୀୟ ଟି -୨୦ ୧୪ ଜାନୁଆରୀରେ ଇନ୍ଦୋରରେ ଏବଂ ତୃତୀୟ ତଥା ଅନ୍ତିମ ଟି -୨୦ ବାଙ୍ଗାଲୋରରେ ୧୭ ଜାନୁଆରୀରେ ଖେଳାଯିବ। ବିରାଟ କୋହଲି ଏବଂ ନିୟମିତ ଅଧିନାୟକ ରୋହିତ ଶର୍ମା ଟି -୨୦ ଫର୍ମାଟ ପାଇଁ ଉପଲବ୍ଧ ବୋଲି ଘୋଷଣା କରିଛନ୍ତି। ରିପୋର୍ଟ ଅନୁଯାୟୀ, କୋହଲି ଏବଂ ରୋହିତ ଟି -୨୦ ବିଶ୍ୱକପ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

ଟି-୨୦ ବିଶ୍ୱକପ୍‌ରୁ ବାଦ୍ ପଡ଼ିଲେ ହର୍ଷିତ ରାଣା: ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୬।୨: ଟି-୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦ୍ରୁତ ବୋଲର ହର୍ଷିତ ରାଣା…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri