Posted inଖେଳ

ଆଫଗାନିସ୍ତାନ-ଭାରତ ଟି -୨୦ ସିରିଜ: ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଭାରତ

ମୋହାଲି,୧୧।୧: ମୋହାଲିରେ ଆଫଗାନିସ୍ତାନ-ଭାରତ ଟି -୨୦ ସିରିଜର ପ୍ରଥମ ମ୍ୟାଚ ଖେଳାଯାଉଛି। ଟିମ ଇଣ୍ଡିଆ ଟସ୍‌ ଜିତି ଆଫଗାନିସ୍ତାନ ବିପକ୍ଷରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଆମନ୍ତ୍ରଣ ପାଇ ଆଫଗାନିସ୍ତାନ ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇବ। ପ୍ଲେ-୧୧ରେ ଉଇକେଟ୍‌ କିପର ବ୍ୟାଟ୍ସମ୍ୟାନ ଜିତେଶ ଶର୍ମାଙ୍କୁ ଟିମ ଇଣ୍ଡିଆ ସ୍ଥାନ ଦେଇଛି।

ଭାରତର ପ୍ଲେ-୧୧ : ରୋହିତ ଶର୍ମା, ଶୁଭମାନ ଗିଲ, ତିଳକ ବର୍ମା, ଶିବମ ଦୁବେ, ଜିତେଶ ଶର୍ମା, ରିଙ୍କୁ ସିଂ, ଅକ୍ଷର ପଟେଲ, ୱାଶିଂଟନ ସୁନ୍ଦର, ରବି ବିଷ୍ଣୋଇ, ଅର୍ଶଦୀପ ସିଂ ଏବଂ ମୁକେଶ ଶର୍ମା।


Enter your email to get our daily news in your inbox.

All Right Reserved By Dharitri.Com

ହାରିବା ବାଜି ଜିତିଲା ରାଜସ୍ଥାନ, ୪୦ ରନରେ ଲକ୍ଷ୍ନୌ ପରାସ୍ତ

ଲକ୍ଷ୍ନୌ,୨୨ା୪: ରବୀନ୍ଦ୍ର ଜାଡେଜାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଓ ବୋଲରଙ୍କ ଘାତକ ବୋଲିଂ ବଳରେ ରାଜସ୍ଥାନ ରୟାଲ୍ସ ୪୦ ରନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ପରାସ୍ତ କରିଛି। ଏହା…

ବ୍ରେକ୍‌ ଫେଲ୍‌ ସାଜିଲା କାଳ: ଦୁଇଟି ଟ୍ରକ୍‌ ମଧ୍ୟରେ ଚାପି ହୋଇଗଲା ବୋଲେରୋ, ଜୀବନ୍ତ ଜଳିଗଲେ ୬ ଯାତ୍ରୀ, ମୃତ୍ୟୁର ଚିତ୍କାରରେ…

ମିର୍ଜାପୁର,୨୨।୪: ମିର୍ଜାପୁର-ରିୱା ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…

ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ…

ବଚସା ହେଲା କାଳ…ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇର ମୃତ୍ୟୁ

ମୁନିଗୁଡା,୨୨।୪( ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡା ଥାନା ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରିଆ ଗାଁ ଗୋରଠା ଗ୍ରାମରେ ଅଭାବନୀୟ ଘଟଣା । ସାନ…

ଟିଉସନ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଗିରଫ

ପାଟକୁରା,୨୨।୪(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା କୁଦାନଗରୀ ଥାନା ତଥା ଗରଦପୁର ବ୍ଳକ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ କେରୁଆ…

ଭାରତୀୟ ଜାହାଜ ଉପରେ ଭୟଙ୍କର ଆକ୍ରମଣ, ହର୍ମୁଜରେ ୨ଟା ଜାହାଜକୁ ହାଇଜ୍ୟାକ୍‌ କଲେ…

ନୂଆଦିଲ୍ଲୀ,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାର କିଛି ଘଣ୍ଟା ପରେ, ଇରାନର ରିଭୋଲ୍ୟୁସନାରୀ ଗାର୍ଡ (IRGC) ବୁଧବାର ଦୁଇଟି ଜାହାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri