Posted inଖେଳ

ଟସ୍‌ ଜିତି ଭାରତର ବୋଲିଂ ନିଷ୍ପତ୍ତି

ମୋହଲି,୨୨।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମୁକାବିଲା ଶୁକ୍ରବାରଠୁ ଆରମ୍ଭ ହୋଇଛି। ଆଇଏସ ବିନ୍ଦ୍ରା ପଞ୍ଜାବ କ୍ରିକେଟ ଆସୋସିଏଶନ ମଇଦାନରେ ଖେଳାଯାଉଥିବା ପ୍ରଥମ ମ୍ୟାଚରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଅଷ୍ଟ୍ରେଲିଆ ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇବ।

ଅଷ୍ଟ୍ରେଲିଆ: ଡେଭିଡ ୱାର୍ନର, ମିଶେଲ ମାର୍ଶ, ଷ୍ଟିଭେନ ସ୍ମିଥ, ମାର୍ନସ ଲାବୁଶେନ, କ୍ୟାମେରନ ଗ୍ରୀନ, ଜୋସ ଇଂଲିସ(ଉଇକେଟ୍‌ କିପର) ମାର୍କସ ଷ୍ଟୋଇନିସ, ମାଥ୍ୟୁ ସର୍ଟ, ପ୍ୟାଟ କମିନ୍ସ (ଅଧିନାୟକ), ସିନ ଆବଟ୍ଟ, ଆଦାମ ଜାମ୍ପା।

ଭାରତ: ଶୁବମାନ ଗିଲ, ଋତୁରାଜ ଗାୟକୱାଡ, ଶ୍ରେୟସ ଆୟର, କେ.ଏଲ ରାହୁଲ (ଉଇକେଟ୍‌ କିପର / ଅଧିନାୟକ), ଇଶାନ କିଶନ, ସୂର୍ଯ୍ୟକୁମାର ଯାଦବ, ରବିନ୍ଦ୍ର ଜାଡେଜା, ରବିଚନ୍ଦ୍ରନ ଅଶ୍ୱିନ, ଶାର୍ଦ୍ଦୁଲ ଠାକୁର, ଜସପ୍ରୀତ ବୁମ୍‌ରା, ମହମ୍ମଦ ଶାମି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri