Posted inଖେଳ

ଶୁକ୍ରବାର ଚତୁର୍ଥ ଟି-୨୦ ମ୍ୟାଚ୍‌ : ଦଳକୁ ଫେରିବେ ଶ୍ରେୟସ୍‌ ଆୟର

ରାୟପୁର,୩୦ା୧୧: ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ର ଚତୁର୍ଥ ମ୍ୟାଚ୍‌ ଶୁକ୍ରବାର ରାୟପୁରରେ ଖେଳାଯିବ। ଏହି ମ୍ୟାଚ୍‌କୁ ଜିତି ଭାରତ ସିରିଜ୍‌ ଜିତିବାକୁ ପ୍ରୟାସ କରିବ। ତେବେ ଭାରତର ଯୁବ ବୋଲିଂ ଲାଇନଅପ୍‌ ଉପରେ ସମସ୍ତଙ୍କ ନଜର ରହିବ।

ଏପରିକି ଭାରତୀୟ ବ୍ୟାଟିଂ ଲାଇନ୍‌ଅପ୍‌ରେ ପରିବର୍ତ୍ତନ ସମ୍ଭାବନା କମ୍‌ ରହିଛି। ହେଲେ ଶ୍ରେୟସ୍‌ ଆୟର ସଳକୁ ପ୍ରତ୍ୟାବର୍ତ୍ତନ କରୁଥିବା ବେଳେ ଏକମାତ୍ର ଖେଳାଳି ଭାବରେ ତିଳକ ବର୍ମା ଟିମ୍‌ରୁ ବାହାରେ ବସିବେ। ଚଳିତ ସିରିଜରେ ଭାରତୀୟ ଟପ୍‌ ଅର୍ଡର ଜବରଦସ୍ତ ଫର୍ମରେ ରହିଛି। ଯଶସ୍ବୀ ଜୟସ୍ବାଲ ପ୍ରଥମ ଦୁଇ ମ୍ୟାଚ୍‌ରେ ଧୂଆଁଧାର ବ୍ୟାଟିଂ ଆରମ୍ଭ କରିଥିବା ବେଳେ ଅନ୍ତିମ ମ୍ୟାଚ୍‌ରେ ଟି୨୦ କ୍ୟାରିୟରର ପ୍ରଥମ ଶତକ ହାସଲ କରିଥିଲେ। ସେହିପରି ଅଷ୍ଟ୍ରେଲୀୟ ବ୍ୟାଟିଂ ଲାଇନ୍‌ ଅପ୍‌ରେ ମ୍ୟାକ୍ସଓ୍ବେଲଙ୍କ ଅନୁପସ୍ଥିତି ଭାରତୀୟ ବୋଲରଙ୍କୁ କିଛିଟା ଆଶ୍ୱସ୍ତି ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?