Posted inଖେଳ

ପରାଜୟ ପରେ ଟିମ ଇଣ୍ଡିଆକୁ ବଡ଼ ଝଟକା, ମ୍ୟାଚ ଫି’ର ଜରିମାନା ଲଗାଇଲା ଆଇସିସି

ନୂଆଦିଲ୍ଲୀ,୧୨।୬: ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲରେ ପରାଜୟ ପରେ ଭାରତକୁ ଆଉ ଏକ ଝଟକା ଲାଗିଛି। ସ୍ଲୋ ଓଭର ରେଟ୍‌ ପାଇଁ ଟିମ ଇଣ୍ଡିଆ ଉପରେ ଆଇସିସି ପୂରା ମ୍ୟାଚ ଫି’ର ଜରିମାନା କରିଛି। ଭାରତ ସହିତ ଅଷ୍ଟ୍ରେଲିଆକୁ ମଧ୍ୟ ଜରିମାନା କରାଯାଇଛି। ଆଇସିସି ଟୁଇଟ୍‌ କରି ଏ ବିଷୟରେ ସୂଚନା ଦେଇଛି। ଲଣ୍ଡନର ଓଭାଲରେ ଖେଳାଯାଇଥିବା ଫାଇନାଲ ମ୍ୟାଚରେ ଭାରତକୁ ୨୦୯ ରନର ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଏହି ମ୍ୟାଚରେ ଟିମ ଇଣ୍ଡିଆର ବ୍ୟାଟିଂ ଲାଇନ ଏକ ଫ୍ଲପ ବୋଲି ପ୍ରମାଣିତ ହୋଇଛି।

ଫାଇନାଲରେ ସ୍ଲୋ ଓଭର ରେଟ୍‌ ପାଇଁ ଭାରତକୁ ସମ୍ପୂର୍ଣ୍ଣ ମ୍ୟାଚ ଫି’ର ଜରିମାନା କରାଯାଇଛି। ଏଥି ସହିତ ଅଷ୍ଟ୍ରେଲିଆକୁ ମ୍ୟାଚ ଫି’ର ୮୦ ପ୍ରତିଶତ ଜରିମାନା କରାଯାଇଛି। ଟିମ ଇଣ୍ଡିଆ ଟାର୍ଗେଟ ସମୟଠାରୁ ୫ ଓଭର ପଛରେ ଥିଲା। ସେହିପରି ଅଷ୍ଟ୍ରେଲିଆ ଦଳ ଧାର୍ଯ୍ୟ ସମୟଠାରୁ ୪ ଓଭର ପଛରେ ଥିଲା। ଏହି କାରଣରୁ ଟିମ ଇଣ୍ଡିଆର ଖେଳାଳିମାନେ ମଧ୍ୟ କ୍ଷତି ସହିଛନ୍ତି। ଆଇସିସି ଶୁବମାନ ଗିଲଙ୍କୁ ମଧ୍ୟ ଜରିମାନା ଲଗାଯାଇଛି। ତାଙ୍କୁ ମ୍ୟାଚ ଫି’ର ୧୫ ପ୍ରତିଶତ ଜରିମାନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri