Posted inଖେଳ

ମାଟି କାମୁଡିଲା କଙ୍ଗାରୁ ଟିମ୍‌: ଭାରତର ଐତିହାସିକ ବିଜୟ

ପର୍ଥ,୨୫।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ଐତିହାସିକ ବିଜୟ ହାସଲ କରିଛି। ପର୍ଥରେ ଚାଲିଥିବା ଏହି ମ୍ୟାଚ୍‌ରେ ଭାରତ କଙ୍ଗାରୁ ଟିମ୍‌କୁ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଭାରତ ୨୯୫ ରନ୍‌ରେ ବିଜୟ ହାସଲ କରିଛି। ୫୩୪ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରି ଅଷ୍ଟ୍ରେଲିଆ ଟିମ୍‌ ମାତ୍ର ୨୩୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଫଳରେ ଭାରତ ସିରିଜ୍‌ରେ ୧-୦ରେ ଆଗୁଆ ରହିଛି। ଭାରତ ପକ୍ଷରୁ ବୁମ୍‌ରା ଏବଂ ସିରାଜ୍‌ ୩ଟି ଲେଖାଏ ଉଇକେଟ୍‌ ନେଇଥିଲେ।

ଟସ ଜିତିବା ଏବଂ ପ୍ରଥମେ ବ୍ୟାଟିଂ କରିବା ପରେ ଭାରତ ପ୍ରଥମ ଇନିଂସରେ ୧୫୦ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୦୪ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ପ୍ରଥମ ଇନିଂସ ଆଧାରରେ ଭାରତ ୪୬ ରନର ଅଗ୍ରଣୀ ହାସଲ କରିଥିଲା। ୬ ଉଇକେଟ୍‌ରେ ୪୮୭ ରନ୍‌ରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଥିଲା ଏବଂ ୫୩୩ ରନ୍‌ର ଅଗ୍ରଣୀ ହାସଲ କରିଥିଲା।

ଏହି ସିରିଜ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ଏବଂ କେଉଁ ଦଳ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲରେ ପହଞ୍ଚିବ ତାହା ସ୍ପଷ୍ଟ ହୋଇଯିବ। ଭାରତ ଅତିକମରେ ଚାରିଟି ଟେଷ୍ଟ ଜିତିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri