Posted inଜାତୀୟ

ଭାରତ ଏବଂ ଅଷ୍ଟ୍ରେଲିଆ ମ୍ୟାଚ୍‌ ଟିକେଟ୍‌ କିଣିବାକୁ ଦଳଚକଟା: ଲାଠିଚାର୍ଜ କଲା ପୋଲିସ

ହାଇଦ୍ରାବାଦ,୨୨।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ। ସେପ୍ଟେମ୍ବର ୨୫ରେ ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ ପୂର୍ବରୁ ଟିକେଟ ବିକ୍ରିକୁ ହଙ୍ଗାମା ସୃଷ୍ଟି ହୋଇଛି। ଟିକେଟ କିଣିବା ପାଇଁ ଷ୍ଟାଡିୟମ ବାହାରେ ଏତେ ଭିଡ ହୋଇଥିଲା ଯେ ପୋଲିସ ସେମାନଙ୍କୁ ରୋକିବାକୁ କାଠିଗର ପାର ହୋଇଥିଲା। କ୍ରିକେଟ ପ୍ରେମୀଙ୍କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସକୁ ଲାଠିଚାର୍ଜ କରିବାକୁ ପଡୁଥିଲା। ଏହାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ଏଥିରେ ୧୫ରୁ ଅଧିକ ଲୋକ ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ପ୍ରଶଂସକମାନେ ରାତିସାରା ଜିମ୍‌ଖାନା ଗ୍ରାଉଣ୍ଡ ବାହାରେ ଲାଇନରେ ଛିଡା ହୋଇଥିଲେ। ଟିକେଟ ବିକ୍ରି ଆଜି ସକାଳ ୧୦ଟାରୁ ଆରମ୍ଭ ହୋଇଥିଲା ପ୍ରଶଂସକମାନେ ପ୍ରାୟ ୧୨ ଘଣ୍ଟା ଧରି ଲାଇନରେ ଅପେକ୍ଷା କରିଥିଲେ। ପ୍ରବଳ ଜନସମାଗମ ହେତୁ ଦଳଚକଟା ମଧ୍ୟ ହୋଇଥିଲା। ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ପୋଲିସକୁ ଲାଠିଚାର୍ଜ କରିବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଲଫ୍ରେଣ୍ଡ, ଶ୍ୱଶୁରଙ୍କୁ ଗୁଳି ମାରିଲେ ପୋଲିସ ସବ-ଇନ୍ସପେକ୍ଟର

ନୂଆଦିଲ୍ଲୀ,୨୯।୯: ଦିଲ୍ଲୀ ପୋଲିସର ଜଣେ ସବ ଇନ୍ସପେକ୍ଟର ଏବେ ହତ୍ୟାକାରୀ ପାଲଟିଛି। ଅବୈଧ ସମ୍ପର୍କ ଜାଲରେ ପଡ଼ିଥିବା ସବ-ଇନ୍ସପେକ୍ଟର ସନ୍ଦୀପ ଦାହିଆ ପ୍ରଥମେ ତାଙ୍କ ପ୍ରେମିକାଙ୍କୁ...

ଅନ୍‌ଲକ ୪.୦: କ’ଣ ଖୋଲିବ କ’ଣ ନାହିଁ

ନୂଆଦିଲ୍ଲୀ,୨୮।୮: କରୋନା ଭାଇରସ ପାଇଁ ଦେଶରେ ଲାଗୁ କରାଯାଇଥିବା ଲକ୍‌ଡାଉନ ପରେ ଏବେ ଚାଲିଛି ଅନ୍‌ଲକ ପ୍ରକ୍ରିୟା। ଏବେ ଆରମ୍ଭ ହେବାକୁ ଯାଉଛି ଅନ୍‌ଲକ ୪.୦।...

ସ୍ତ୍ରୀଙ୍କ ମୃତଦେହକୁ ସାଇକେଲରେ ବୋହି ନେଇ କଲେ ଅନ୍ତିମ ସଂସ୍କାର: ଗାଁ ଲୋକେ ଘରେ ଲୁଚିଲେ…

ଲକ୍ଷ୍ନୌ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଅସମ୍ଭାଳ ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ ଭୟରେ କେତେକ ଲୋକଙ୍କ ମଧ୍ୟରେ ମାନବିକତା ନ ଥିବା...

ଅରୁଣାଚଳ ପ୍ରଦେଶ ହେଲା କରୋନା ମୁକ୍ତ ରାଜ୍ୟ

ଇଟାନଗର,୨୮ ।୨: ଅରୁଣାଚଳ ପ୍ରଦେଶ ଏବେ କରୋନା ମୁକ୍ତ ରାଜ ପାଲଟି ଯାଇଛି । ରବିବାର ଜଣେ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସୂଚନା ଅନୁଯାୟୀ, ରାଜ୍ୟରେ...

ପୁଣି ଭାଜପାକୁ ବଡ଼ ଝଟ୍‌କା

କୋଲକତା,୨୭।୧୦: ପଶ୍ଚିମବଙ୍ଗରେ ଭାଜପାକୁ ପୁଣି ଏକ ଝଟ୍‌କା ଲାଗିଛି। ବୁଧବାର ଅନ୍ୟ ଜଣେ ଭାଜପା ବିଧାୟକ ଦଳ ଛାଡି ଟିଏମସିରେ ଯୋଗ ଦେଇଛନ୍ତି। ଚଳିତ ମାସ...

ଦୂରବୀକ୍ଷଣ ଯନ୍ତ୍ର ନୁହେଁ, ଚଷମା ଲଗାନ୍ତୁ ଶାହା

ଲକ୍ଷ୍ନୌ,୩୧।୧୦:ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଆରମ୍ଭ ହୋଇଛି। କଂଗ୍ରେସ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗଡ...

ବଡ଼ ସଡ଼କ ଦୁର୍ଘଟଣା: ଚାଲିଗଲା ୯ ଜୀବନ

ଶ୍ରୀନଗର,୨୮।୧୦: ଜମ୍ମୁ କଶ୍ମୀରର ଡୋଡା ଠାରେ ଏକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି।...

ଏପରି ମନ୍ଦିର ଯେଉଁଠି ମାଙ୍କଡ଼ଙ୍କ ପାଖରେ ହୁଏ ଭୋଗ ଲାଗି…

ଉତ୍ତରପ୍ରଦେଶ ସୀତାପୁର ଜିଲା ଠାରୁ ୭୦ କିଲୋମିଟର ଦୂରରେ ଥିବା ଅଟବା କୁରସଠ ଗାଁରେ ଏକ ମନ୍ଦିର ରହିଛି। ଏହି ମନ୍ଦିରରେ ମାଙ୍କଡ଼ଙ୍କ ପାଖରେ ଭୋଗ...

Advertisement
Archives

Model This Week