Posted inଖେଳ

ନଭେମ୍ବର ୨୩ରୁ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ ଟି -୨୦ ସିରିଜ୍‌

ନୂଆଦିଲ୍ଲୀ,୨୦।୧୧: ବିଶ୍ୱକପ ପରେ ଆସନ୍ତା ୨୩ ନଭେମ୍ବର ଗୁରୁବାର ଠାରୁ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଏକ ୫ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ୍‌ ଖେଳାଯିବ। ଯେଉଁଠାରେ ସିରିଜର ଶେଷ ମ୍ୟାଚ ଡିସେମ୍ବର ୩ ରବିବାର ଖେଳାଯିବ। ଏହି ସିରିଜ ପାଇଁ ଅଷ୍ଟ୍ରେଲିଆର ଦଳ ଘୋଷଣା କରାଯାଇଛି। ଭାରତର ଦଳ ଏ ପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ। ମାଥ୍ୟୁ ୱେଡଙ୍କ ଅଷ୍ଟ୍ରେଲିଆ ଅଧିନାୟକ ହେବେ।

ବିସିସିଆଇ ଖୁବ ଶୀଘ୍ର ଦଳ ଘୋଷଣା କରିପାରେ। ଖବର ଅନୁଯାୟୀ, ରୁତୁରାଜ ଗାଇକୱାଡ କିମ୍ବା ସୂର୍ଯ୍ୟକୁମାର ଯାଦବ ଭାରତର ଦାୟିତ୍ୱ ସମ୍ଭାଳିପାରନ୍ତି। ନିୟମିତ ଅଧିନାୟକ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ସମେତ ଦଳର ଅନେକ ବରିଷ୍ଠ ଖେଳାଳି ବିଶ୍ରାମ ନେଇପାରନ୍ତି। ଏଭଳି ପରିସ୍ଥିତିରେ ଅଷ୍ଟ୍ରେଲିଆ ବିପକ୍ଷରେ ଯୁବ ଖେଳାଳିଙ୍କ ଦଳ ଘୋଷଣା କରାଯାଇପାରେ।

ସୟଦ ମୁସ୍ତାକ ଅଲି ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ଯଶସ୍ବୀ ଜୟସ୍ବାଲ, ରିଙ୍କୁ ସିଂ, ତିଳକ ବର୍ମା ଏବଂ ରିଆନ ପରାଗଙ୍କ ଭଳି ବ୍ୟାଟ୍ସମ୍ୟାନ ଭାରତୀୟ ଦଳରେ ସୁଯୋଗ ପାଇପାରନ୍ତି। ସଞ୍ଜୁ ସାମସନ ଉଇକେଟ୍‌ କିପର ଭାବରେ ଫେରିପାରନ୍ତି ଏବଂ ଜିତେଶ ଶର୍ମା ବ୍ୟାକଅପ ଉଇମେଟ୍‌ କିପର ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri