IND vs AUS U19 WC Final: ଭାରତକୁ ୨୫୪ ରନ୍‌ର ଟାର୍ଗେଟ୍‌

ନୂଆଦିଲ୍ଲୀ,୧୧।୨: ଅଣ୍ଡର ୧୯ ବିଶ୍ୱକପ ୨୦୨୪ର ଫାଇନାଲରେ ଜିତିବା ପାଇଁ ଅଷ୍ଟ୍ରେଲିଆ ଭାରତକୁ ୨୫୪ ରନର ଲକ୍ଷ୍ୟ ଦେଇଛି। ୫୦ ଓଭରରେ ୭ ଉଇକେଟ ହରାଇ ଅଷ୍ଟ୍ରେଲିଆ ୨୫୪ ରନ ସଂଗ୍ରହ କରିଥିଲା। ହରଜସ ସିଂ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ୬୪ ବଲ ସମ୍ମୁଖରେ ୫୫ ରନ ସ୍କୋର କରିଥିଲେ। ଏହି ସମୟ ମଧ୍ୟରେ ସେ ୩ ଚୌକା ଓ ୩ ଛକା ମାରିଥିଲେ। କ୍ୟାପଟେନ ହ୍ୟୁ ୪୮ ରନର ଚମତ୍କାର ଇନିଂସ ଖେଳିଥିଲେ। ହ୍ୟାରି ଡିକ୍ସନ ୪୨ ରନ ସଂଗ୍ରହ କରିଥିଲେ।
ଟିମ ଇଣ୍ଡିଆ ପାଇଁ ରାଜ ଲିମ୍ବାନୀ ୧୦ ଓଭରରେ ୩୮ ରନ ପାଇଁ ୩ ଉଇକେଟ ନେଇଥିଲେ। ନମନ ତିୱାରୀ ୨ଟି ଉଇକେଟ ନେଇଥିଲେ। ସୌମ୍ୟ ପାଣ୍ଡେ ଏବଂ ମୁଶୀର ଖାନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ Video କରିପାରିବେ ନାହିଁ ଅର୍ଶଦୀପ, ଖେଳାଳିଙ୍କ ପରିବାର ଉପରେ ବି ଲଗାଗଲା ରୋକ

ନୂଆଦିଲ୍ଲୀ,୮।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର କଡ଼ା ଆଭିମୁଖ୍ୟ ପରେ ଏବେ ଆଇପିଏଲ୍‌ ଫ୍ରାଞ୍ଚାଇଜ ଗୁଡ଼ିକ ନିଜ ନିଜ ଖେଳାଳିଙ୍କ ଉପରେ ଶୃଙ୍ଖଳାଗତ କଟକଣା…

କାରୁଆନାଙ୍କୁ ହରାଇଲେ ଗୁକେଶ

ଓ୍ବାର୍‌ସ,୮ା୫: ବିଶ୍ୱ ଚାମ୍ପିୟନ ଡି. ଗୁକେଶ ଏଠାରେ ଚାଲିଥିବା ସୁପର ରାପିଡ ଓ ବ୍ଲିଜ୍‌ ଟୁର୍ନାମେଣ୍ଟର ରାପିଡ୍‌ ପ୍ରତିଯୋଗିତାର ୯ମ ତଥା ଫାଇନାଲ ରାଉଣ୍ଡରେ ଆମେରିକୀୟ ଗ୍ରାଣ୍ଡମାଷ୍ଟର…

ଆଇପିଏଲ୍‌: ଖେଳାଳିଙ୍କ ପ୍ରକୋଷ୍ଠରେ ଲାଗିଲା ପ୍ରବେଶ କଟକଣା

ନୂଆଦିଲ୍ଲୀ,୮ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ହନି ଟ୍ରାପ୍‌, ଆଇନଗତ ଦାୟିତ୍ୱ ଓ ସୁରକ୍ଷାଗତ ବିପଦ ସମ୍ଭାବନା ଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ…

ପଶ୍ଚିମବଙ୍ଗକୁ ମିଳିଲା ଆଉ ଜଣେ ଅବିବାହିତ ମୁଖ୍ୟମନ୍ତ୍ରୀ, ବିବାହ କରିନାହାନ୍ତି ଶୁଭେନ୍ଦୁ, ତାଙ୍କ ପୂର୍ବରୁ ୪… 

କୋଲକାତା, ୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଶୁଭେନ୍ଦୁ ଅଧିକାରୀଙ୍କୁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ବାଜିଲା ମୋହର: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୮ା୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ।  ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ…

ବିଜୟ ହେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ! ପଥ ହେଲା ସ୍ପଷ୍ଟ, ସମର୍ଥନ ଦେଲେ ଏମାନେ…

ଚେନ୍ନାଇ,୮।୫: ବିଜୟଙ୍କ ଦଳ, ଟିଭିକେ, ତାମିଲନାଡୁରେ ସରକାର ଗଠନ କରିବା ପାଇଁ ପଥ ପରିଷ୍କାର ହୋଇଛି। ସିପିଆଇ, ସିପିଏମ ଏବଂ ଭିସିକେ ଟିଭିକେକୁ ସମର୍ଥନ କରିବାକୁ ନିଷ୍ପତ୍ତି…

ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି…

କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri