Posted inଖେଳ

ବିଶ୍ୱକପ ଉପରେ ପ୍ରସ୍ତୁତ ହେଲା ଗୀତ: ‘କୋହଲି ସେଞ୍ଚୁରୀ ପେ ସେଞ୍ଚୁରୀ ଲଗାଏଙ୍ଗେ’…

ନୂଆଦିଲ୍ଲୀ,୧୯।୧୧: ସୁପର ସଣ୍ଡେରେ ହେବ ଫାଇନାଲ ଫାଇଟ। ଏଥିପାଇଁ ଇଣ୍ଡିଆର ଟିମ୍‌ ୧୧ ସମେତ ପିଚ୍‌, ଷ୍ଟାଡିୟମ ଓ ୧୪୦କୋଟି ଲୋକ ପ୍ରସ୍ତୁତ। ଘଣ୍ଟା କଣ୍ଟା କେତେବେଳେ ୨ଟା ବାଜିବ ସମେସ୍ତେ ଅପେକ୍ଷା କରି ରହିଛନ୍ତି। ଦେଶର ପ୍ରତିଟି କୋଣରୁ ଟିମ ଇଣ୍ଡିଆ ପାଇଁ ଶୁଭେଚ୍ଛାର ସୁଅ ଛୁଟୁଛି। ତେବେ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ସହ ଜଡିତ ବିଭିନ୍ନ ଜିନିଷ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଯାହା ଲୋକଙ୍କ ଦୃଷ୍ଟି ଆକର୍ଷଣ କରୁଛି।

ବର୍ତ୍ତମାନ ଟିମ ଇଣ୍ଡିଆକୁ ନେଇ ନିର୍ମିିତ ଏକ ଗୀତ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି।

 

View this post on Instagram

 

A post shared by wajahat hasan (@wajahathasan)

ବିଶ୍ୱକପକୁ ନେଇ ସବୁଠି କ୍ରେଜ ଦେଖିବାକୁ ମିଳୁଥିବାବେଳେ ଗୀତକୁ ନେଇ ଚର୍ଚ୍ଚା ଜୋର ଧରିଛି। ଭିଡିଓରେ ଦେଖାଯାଇଛି କି, ଗୀତଟିକୁ ଏକ ଗ୍ରୁପ ଭଜନ ଶୈଳୀରେ ବୋଲୁଛନ୍ତି। ଗ୍ରୁପରେ ସୁଫି ଗାୟକ ୱାଜାହତ ହାସନ ମଧ୍ୟ ଅଛନ୍ତି, ଯାହାଙ୍କ କୱାଲୀ ଲୋକଙ୍କ ହୃଦୟକୁ ଛୁଇଁଥାଏ। ୱାଜାହତଙ୍କ ଲୋକପ୍ରିୟ ଗୀତ ରାମ ଆଏଙ୍ଗେ ତୋ ଆଙ୍ଗନ ସଜାଏଙ୍ଗେ ନିକଟରେ ଖୁବ ଲୋକପ୍ରିୟ ହୋଇଛି। ଭାରତୀୟ କ୍ରିକେଟ ଦଳରେ ନିର୍ମିତ ଏହି ଗୀତଟି ଭଜନ ଲିରିକ୍ସରେ ବୋଲାଯାଇଛି।

ଗାୟକ ୱାଜାହତ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରୁ ଗୀତଟିକୁ ଶେୟାର କରିଛନ୍ତି। ଏପର୍ଯ୍ୟନ୍ତ ୨୭ ମିଲିୟନରୁ ଅଧିକ ଅର୍ଥାତ ୨.୭ କୋଟି ଥର ଦେଖାଯାଇଥିବାବେଳେ ୨ ମିଲିୟନ ଅର୍ଥାତ ୨୦ଲକ୍ଷରୁ ଅଧିକ ଲୋକ ଏହି ଭିଡିଓକୁ ଲାଇକ କରିଛନ୍ତି ଏବଂ ବିଭିନ୍ନ ପ୍ରକାରର ପ୍ରତିକ୍ରିୟା ମଧ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?