Posted inଖେଳ

ବାଂଲାଦେଶ ବିପକ୍ଷରେ ବିଜୟ ହାସଲ କଲା ଭାରତ

ପୁଣେ,୧୯।୧୦: ଭାରତ ଏବଂ ବାଂଲାଦେଶ ମଧ୍ୟରେ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳାଯାଇଛି। ମ୍ୟାଚରେ ଭାରତ ବାଂଲାଦେଶକୁ ୭ ଉଇକେଟ୍‌ରେ ପରାସ୍ତ କରି ବିଜୟୀ ହୋଇଛି। ସୂଚନାଯୋଗ୍ୟ, ମ୍ୟାଚରେ ପ୍ରଥମେ ବାଂଲାଦେଶ ବ୍ୟାଟିଂ କରି ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୫୬ ରନରେ ସୀମିତ ରହିଥିଲା। ଫଳରେ ଭାରତ ଆଗରେ ୨୫୭ ରନ୍‌ର ଲକ୍ଷ୍ୟ ଥିଲା। ତେବେ ଭାରତ ଏହାର ଜବାବରେ ୩ ଉଇକେଟ୍‌ ହରାଇ ୪୧.୩ ଓଭରରେ ୨୬୧ ରନ୍‌ କରି ବାଂଲାଦେଶ ବିପକ୍ଷରେ ବିଜୟ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri