Posted inଖେଳ

ଟିମ୍‌ ଇଣ୍ଡିଆ ଆଗରେ ବିଜୟ ଲକ୍ଷ୍ୟ ୨୫୭ ରନ୍‌

ପୁଣେ,୧୯।୧୦: ଭାରତ ଏବଂ ବାଂଲାଦେଶ ଦଳ ପୁଣେରେ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ପ୍ରଥମେ ବାଂଲାଦେଶ ବ୍ୟାଟିଂ କରି ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୫୬ ରନରେ ସୀମିତ ରହିଛି। ଫଳରେ ଟିମ୍‌ ଇଣ୍ଡିଆ ଆଗରେ ବିଜୟ ଲକ୍ଷ୍ୟ ୨୫୭ ରନ୍‌ ରହିଛି। ସୂଚନାଯୋଗ୍ୟ, ମ୍ୟାଚରେ ପ୍ରଥମେ ଟସ୍‌ ଜିତି ବାଂଲାଦେଶ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଆମନ୍ତ୍ରଣ ପାଇଁ ଟିମ୍‌ ଇଣ୍ଡିଆ ବୋଳିଂ କରିବାକୁ ମଇଦାନକୁ ଓହ୍ଲାଇଥିଲା। ଏହି ସମୟରେ ଟିମ୍‌ ଇଣ୍ଡିଆ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। ଟିମ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବୋଲିଂ ବେଳେ ଆହତ ହୋଇଛନ୍ତି। ଫଳରେ ତାଙ୍କୁ ବୋଲିଂ ମଝରୁ ମଇଦାନ ଛାଡିବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ମେସି, ରୋନାଲ୍ଡୋଙ୍କ କ୍ଲବରେ ସାମିଲ ହେଲେ ଏହି ମହାନ ଗୋଲକିପର, ଜାଣନ୍ତୁ…

ମେକ୍ସିକୋ ସିଟି,୨୫ା୬: ମେକ୍ସିକୋର ଭେଟେରାନ ଗୋଲକିପର ଗୁଇଲେର୍ମୋ ଓଚୋଆ ଫିଫା ବିଶ୍ୱକପ୍‌ ଇତିହାସରେ ତୃତୀୟ ଖେଳାଳି ଭାବେ ଷଷ୍ଠ ବିଶ୍ୱକପ୍‌ ଖେଳିଛନ୍ତି। ତାଙ୍କ ଭଳି ଚଳିତ ସଂସ୍କରଣରେ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri