Posted inଖେଳ

IND vs ENG 2nd ODI: ଟସ୍‌ ଜିତି ବ୍ୟାଟିଂ କରିବ ଇଂଲଣ୍ଡ

କଟକ,୯।୨: କଟକର ବାରବାଟି ଷ୍ଟାଡିୟମରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ପାଇଁ ଭାରତ ଏବଂ ଇଂଲଣ୍ଡ ଦଳ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ଇଂଲଣ୍ଡ ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି। ଏହି ମ୍ୟାଚରେ ବରୁଣ ଚକ୍ରବର୍ତ୍ତୀ ତାଙ୍କର ଏକଦିବସୀୟ ଡେବ୍ୟୁ କରିଛନ୍ତି। ଏହି ସମୟରେ, ବିରାଟ କୋହଲି ଭାରତର ପ୍ଲେଇଂ ଇଲେଭେନକୁ ଫେରିଛନ୍ତି।

ମ୍ୟାଚ ପାଇଁ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ଦୁଇଟି ପରିବର୍ତ୍ତନ କରାଯାଇଥିଲା। ଗତ ମ୍ୟାଚରେ ଓପନିଂ କରିଥିବା ଯଶସ୍ବୀ ଜୟସୱାଲଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦିଆଯାଇଛି। ଏବଂ ତାଙ୍କ ସ୍ଥାନରେ ବିରାଟ କୋହଲି ଫେରିଥିଲେ। କୁଲଦୀପ ଯାଦବଙ୍କୁ ବାଦ୍‌ ଦିଆଯାଇଥିବା ବେଳେ, ତାଙ୍କ ସ୍ଥାନରେ ବରୁଣ ଚକ୍ରବର୍ତ୍ତୀ ତାଙ୍କର ଏକଦିବସୀୟ ଡେବ୍ୟୁ କରିଥିଲେ। ସେହିପରି, ଇଂଲଣ୍ଡ ମ୍ୟାଚର ପ୍ଲେଇଂ ଇଲେଭେନରେ ତିନୋଟି ପରିବର୍ତ୍ତନ ହୋଇଛି। ମାର୍କ ଉଡ, ଗସ ଆଟକିନସନ ଏବଂ ଜେମି ଓଭରଟନ ଇଂଲଣ୍ଡ ଦଳର ପ୍ଲେଇଂ ଇଲେଭେନକୁ ଆସିଛନ୍ତି।

ତେବେ Playing 11 ରେ ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, କେଏଲ ରାହୁଲ (ୱିକେଟକିପର), ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ରବିନ୍ଦ୍ର ଜାଡେଜା, ହର୍ଷିତ ରାଣା, ମହମ୍ମଦ ଶାମି, ବରୁଣ ଚକ୍ରବର୍ତ୍ତୀ ଇତ୍ୟାଦି ସ୍ଥାନ ପାଇଛନ୍ତି।

ସେହିପରି ଭାରତୀୟ ଟିମ୍‌କୁ ଟକ୍କର ଦେବାକୁ ଇଂଲଣ୍ଡର Playing 11 ହେଉଛନ୍ତି ଫିଲ ସଲ୍ଟ (ୱିକେଟକିପର), ବେନ ଡକେଟ, ଜୋ ରୁଟ, ହ୍ୟାରି ବ୍ରୁକ, ଜସ ବଟଲର୍‌ (ଅଧିନାୟକ), ଲିଆମ ଲିଭିଂଷ୍ଟୋନ, ଜେମି ଓଭରଟନ, ଗସ ଆଟକିନସନ, ଆଦିଲ ରସିଦ, ମାର୍କ ଉଡ, ସାକିବ ମହମୁଦ।


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri