Posted inଖେଳ

ସିରିଜକୁ ଫେରିଲା ଇଂଲଣ୍ଡ, ଜିତିଲା ତୃତୀୟ ଟି୨୦

ରାଜକୋଟ, ୨୮।୧- ତୃତୀୟ ଟି୨୦ ଜିତିଲା ଇଂଲଣ୍ଡ। ରାଜକୋଟର ନିରଞ୍ଜନ ଶାହା ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଏହି ମ୍ୟାଚରେ ଇଂଲଣ୍ଡ ୨୬ ରନରେ ଭାରତକୁ ପରାସ୍ତ କରିଛି। ଇଂଲଣ୍ଡ ୨୦ ଓଭରରେ ୯ ଉଇକେଟ ହରାଇ ୧୭୧ ରନ କରିଥିଲା। ଜବାବରେ ଭାରତ ୨୦ ଓଭରରେ ୯ ଉଇକେଟ ହରାଇ ୧୪୫ ରନରେ ସୀମିତ ରହିଥିଲା। ହାର୍ଦ୍ଦିକ ପାଣ୍ଡ୍ୟା (୪୦ ରନ) ଓ ଅଭିଷେକ ଶର୍ମା (୨୪)ଙ୍କୁ ଛାଡ଼ିଦେଲେ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍‌ ଇଂଲଣ୍ଡ ବୋଲରଙ୍କୁ ଖେଳିପାରି ନ ଥିଲେ। ଇଂଲଣ୍ଡ ପକ୍ଷରୁ ଜେମି ଓଭର୍ଟନ ୩ଟି, ଜୋଫ୍ରା ଆର୍ଚର ଓ ବ୍ରେଡନ କାର୍ସଟି ଲେଖାଏ ଏବଂ ମାର୍କ ଉଡ୍‌ ଓ ଆଦିଲ ରଶିଦ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?