Posted inଖେଳ

ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ: ଜାଣନ୍ତୁ କେଉଁଠି, କେମିତି ଦେଖିପାରିବେ ମ୍ୟାଚ୍‌

ମାଞ୍ଚେଷ୍ଟର,୧୦।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ମ୍ୟାଚ ସେପ୍ଟେମ୍ବର ୧୦ଠାରୁ ମାଞ୍ଚେଷ୍ଟରରେ ଖେଳାଯିବ। ୫ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୨-୧ରେ ଆଗୁଆ ଅଛି। ବର୍ଷା ହେତୁ ପ୍ରଥମ ମ୍ୟାଚ ଡ୍ର ହୋଇଥିଲା। ଏଭଳି ପରିସ୍ଥିତିରେ ସମସ୍ତଙ୍କ ନଜର ପଞ୍ଚମ ଟେଷ୍ଟରେ ରହିଛି। ଦୁଇ ଦଳ ମଧ୍ୟରେ ପୁଣି ଥରେ ଦୃଢ ପ୍ରତିଯୋଗିତା ହେବ। ମ୍ୟାଚ ଏବଂ ଏହାର ଲାଇଭ ପ୍ରସାରଣ ସହିତ ଜଡିତ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାଣିବା

ମ୍ୟାଚ କେବେ ହେବ?
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ମ୍ୟାଚ ସେପ୍ଟେମ୍ବର ୧୦ଠାରୁ ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେବ।

ଏହା କେଉଁଠାରେ ଖେଳାଯିବ?
ଦୁଇ ଦଳ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ମାଞ୍ଚେଷ୍ଟରରେ ଖେଳାଯିବ।

ମ୍ୟାଚ୍‌ ଆରମ୍ଭର ସମୟ
ମ୍ୟାଚ ଭାରତୀୟ ସମୟ ୩.୩୦ରେ ଆରମ୍ଭ ହେବ। ଟସ ଅଧ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ୩ଟା ସମୟରେ ହେବ।

ମ୍ୟାଚ୍‌ କେଉଁ ଚ୍ୟାନେଲରେ ପ୍ରସାରିତ ହେବ?
ଏହି ମ୍ୟାଚ ସୋନି ସ୍ପୋର୍ଟସ ନେଟୱାର୍କରେ ସିଧା ପ୍ରସାରଣ ହେବ। ଏଠାରେ ପ୍ରଶଂସକମାନେ ଉଭୟ ଇଂରାଜୀ ଏବଂ ହିନ୍ଦୀ ଭାଷାରେ ଲାଇଭ ଆକ୍ସନ ଉପଭୋଗ କରିପାରିବେ।

ଅନଲାଇନ ରେ କେମିତି ଦେଖିବେ ମ୍ୟାଚ୍‌
ଡିଜିଟାଲ ମିଡିଆରେ ମ୍ୟାଚର ଲାଇଭ ଷ୍ଟ୍ରିମିଂ ସୋନି ଲାଇଭ ଆପରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦଶ’ରା, ଦୀପାବଳିରେ ଘରକୁ ଯିବାକୁ ଚାହୁଁଥିଲେ ଖୁସିଖବର, ସ୍ପେଶାଲ ଟ୍ରେନ୍‌କୁ ନେଇ ରେଲେଓ଼୍ବର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୪।୯: ନିଜ ଘରଠାରୁ ଦୂରରେ ଦିଲ୍ଲୀ, ମୁମ୍ୱାଇ, ଚଣ୍ଡିଗଡ଼ ଏବଂ ଅନ୍ୟାନ୍ୟ ବଡ଼ ବଡ଼ ସହରରେ ରହୁଥିବା ଲୋକଙ୍କ ପାଇଁ ଖୁସି ଖବର। ଦଶହରା, ଦୀପାବଳି ଏବଂ…

ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା ଅନ୍ତର୍ଜାତୀୟ ବିମାନ ବନ୍ଦର! ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ସେପ୍ଟେମ୍ବର ୪ ଅପରାହ୍ନରେ ଆରମ୍ଭ ହୋଇଥିବା ବର୍ଷା ପରେ ଜାତୀୟ ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ପାଣି ଜମି ରହିବା…

ଜନ୍ମାଷ୍ଟମୀରେ ମହାସଂଯୋଗ କରିବ ମନି ମେକର୍‌, ୯ଟି ରାଶି ହେବ ଧନବାନ!

ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ କେବଳ ଧାର୍ମିକ ଦୃଷ୍ଟିକୋଣରୁ ନୁହେଁ, ବରଂ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମଧ୍ୟ ଅତ୍ୟନ୍ତ ବିରଳ ଏବଂ ଶୁଭଙ୍କର। ୪ ସେପ୍ଟେମ୍ୱର…

କାହିଁକି ସ୍ବୟଂବର କରିଥିଲେ ରାଖୀ ସାୱନ୍ତ? ଖୋଲିଦେଲେ ଅସଲ କାରଣ, କହିଲେ-ବିବାହ ପାଇଁ ନୁହେଁ ବରଂ…

ମୁମ୍ବାଇ: ବଲିଉଡର ‘ଡ୍ରାମା କ୍ୱିନ’ ଭାବେ ପରିଚିତ ରାଖୀ ସାୱନ୍ତ ପୁଣିଥରେ ଚର୍ଚ୍ଚାରେ। ୨୦୦୯ରେ ତାଙ୍କ ସ୍ବୟଂବର ରିଆଲିଟି ଶୋ’ ଟେଲିଭିଜନରେ ଖୁବ ଚର୍ଚ୍ଚିତ ହୋଇଥିଲା। ସେତେବେଳେ…

କୋରାପୁଟ ଜିଲାର ୮୮,୨୮୯ ଚାଷୀଙ୍କୁ ୧୭.୮୮ କୋଟିର ସିଏମ୍‌-କିଷାନ ସହାୟତା

କୋରାପୁଟ, ୪।୯ (ଅମିତାଭ ବେହେରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଓୟୁଏଟିର…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

ନବପଞ୍ଚମ ଯୋଗରେ ମାଲାମାଲ ହେବେ ସିଂହ ସମେତ ଏସବୁ ରାଶି: ଖୋଲିବ ଆୟର ଦ୍ୱାର, ଶନିବାରଠୁ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୫ ସେପ୍ଟେମ୍ବର ସକାଳେ ଶୁକ୍ର ଓ ଚନ୍ଦ୍ରଙ୍କ ମଧ୍ୟରେ ଏକ ଶୁଭ ନବପଞ୍ଚମ ଯୋଗ ଗଠନ ହେବ। ଚନ୍ଦ୍ରମା ୫ ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri