Posted inଖେଳ

IND vs ENG: ପ୍ରଥମ ଦିନରେ ବେନ ଷ୍ଟୋକ୍ସଙ୍କ ଏହି ଭୁଲ ପାଇଁ ମ୍ୟାଚ ହାରିପାରେ ଇଂଲଣ୍ଡ

ସିଡ଼ନୀ,୨୬।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଚାଲିଛି। ମ୍ୟାଚର ଆଜି ହେଉଛି ୨ୟ ଦିନ। ତେବେ ପ୍ରଥମ ଦିନରେ ଆୟୋଜକ ଭାରତ ଇଂରାଜୀ ଦଳ ଉପରେ ପ୍ରାଧାନ୍ୟ ବିସ୍ତାର କରିଥିଲା। ମ୍ୟାଚରେ ଇଂଲଣ୍ଡର ଅବସ୍ଥା ପୂର୍ବରୁ ଦୁର୍ବଳ ଥିଲା, ଯେତେବେଳେ ଅଧିନାୟକ ବେନ ଷ୍ଟୋକ୍ସ ଏକ ବଡ଼ ଭୁଲ କରି ତାଙ୍କ ଦଳକୁ ଅଧିକ ଅସୁବିଧାରେ ପକାଇଥିଲେ। ଅଧିନାୟକଙ୍କ ଏହି ଭୁଲ ଯୋଗୁ ଇଂଲଣ୍ଡ ମଧ୍ୟ ମ୍ୟାଚ ହାରିପାରେ।

ବାସ୍ତବରେ, ଇଂଲଣ୍ଡ ଅଧିନାୟକ ବେନ ଷ୍ଟୋକ୍ସ ଇନିଂସର ପ୍ରଥମ ୮୦ ବଲରେ ଏକ ଇନିଂସ ପାଇଁ ଉପଲବ୍ଧ ସମସ୍ତ ତିନୋଟି ଡିଆରଏସ୍‌ ସମାପ୍ତ କରିଥିଲେ ଏବଂ ତାଙ୍କର ସମସ୍ତ ନିଷ୍ପତ୍ତି ଭୁଲ ପ୍ରମାଣିତ ହୋଇଥିଲା। ପ୍ରଥମ ଦିନର ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରିଥିବା ଟିମ ଇଣ୍ଡିଆ ମାତ୍ର ଗୋଟିଏ ଉଇକେଟ୍‌ ହରାଇଥିଲା। ଏଭଳି ପରିସ୍ଥିତିରେ ଇଂଲଣ୍ଡକୁ ଡିଆରଏସ୍‌ ବିନା ଭାରତର ଅବଶିଷ୍ଟ ୯ ଉଇକେଟ୍‌ ହଟାଇବାକୁ ପଡିବ, ଯାହା ସେମାନଙ୍କ ପାଇଁ ଏତେ ସହଜ ହେବ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri