Posted inଖେଳ

Ind vs Eng Lords Test: ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ଗୋଟିଏ ପରିବର୍ତ୍ତନ

ଲଡ୍ସ,୧୦।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍‌ରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ଥାନରେ ଜଶପ୍ରୀତ ବୁମ୍‌ରା ଦଳରେ ସାମିଲ ହୋଇଛନ୍ତି।
ଲିଡ୍ସରେ ଖେଳାଯାଇଥିବା ପ୍ରଥମ ମ୍ୟାଚ ଇଂଲଣ୍ଡ ଜିତିଥିଲା। ଭାରତ ବର୍ମିଂହାମରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ଜିତି ସିରିଜକୁ ୧-୧ରେ ସମାନ କରିଥିଲା। ଏବେ ଉଭୟ ଦଳ ନେତୃତ୍ୱ ନେବା ଉଦ୍ଦେଶ୍ୟରେ ଲର୍ଡସରେ ଓହ୍ଲାଇଛନ୍ତି। ଭାରତର ଅଧିନାୟକ ଶୁବମନ ଗିଲ ବିସ୍ଫୋରକ ଫର୍ମରେ ଅଛନ୍ତି ଏବଂ ଏହାକୁ ଜାରି ରଖିବାକୁ ଚାହିଁବେ। ଇଂଲଣ୍ଡ ଅଧିନାୟକ ବେନ ଷ୍ଟୋକ୍ସ ଫର୍ମ ଫେରି ପାଇବାକୁ ଚାହିଁବେ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri