Posted inଖେଳ

ପନ୍ତଙ୍କ ପରେ ଜାଡେଜାଙ୍କ ସେଞ୍ଚୁରୀ

ବର୍ମିଂହାମ,୨।୭:ଭାରତ ଓ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଦିନର ଖେଳ ଶନିବାର ଆରମ୍ଭ ହୋଇଛି। ଭାରତୀୟ ଦଳ ପକ୍ଷରୁ ରବିନ୍ଦ୍ର ଜାଡେଜା ଏବଂ ଜସପ୍ରିତ ବୁମ୍‌ରା କ୍ରିଜ୍‌ରେ ଅଛନ୍ତି। ଖବର ଲେଖାଯିବା ସୁଦ୍ଧା ଜାଡେଜା ୧୮୩ ବଲ୍‌ରେ ନିଜର ଶତକ ପୂରଣ କରିଥିବା ବେଳେ ବୁମ୍‌ରା କୌଣସି ରନ୍‌ କରିନାହାନ୍ତି। ଦ୍ୱିତୀୟ ଦିନର ପ୍ରଥମ ଉଇକେଟ ମହମ୍ମଦ ଶାମି ଭାବେ ଯାଇଛି। ସେ ୩୧ ବଲ୍‌ରେ ୧୬ ରନ୍‌ କରିଥିଲେ। ଏବେ ଦଳର ସ୍କୋର ୩୭୫/୮ ରେ ପହଞ୍ଚିଛି।

ପ୍ରକାଶ ଯେ, ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା ଇଂଲଣ୍ଡ। ଭାରତ ପକ୍ଷରୁ ଶୁବମନ ଗିଲ୍‌ ଏବଂ ଚେତେଶ୍ୱର ପୂଜାରା ଇନିଂସ ଆରମ୍ଭ କରିଥିଲେ। ଦଳ ଭାଲ ଆରମ୍ଭ କରିଥିଲେ ହେଁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ୯୮ ରନ୍‌ରେ ଦଳ ୫ ଉଇକେଟ ହରାଇଥିଲା। ପରେ ଯୁବ ଉଇକେଟକିପର ରିଷଭ ପନ୍ତ ଓ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଦ୍ୱିଶତକୀୟ ଭାଗୀଦାରି ଗଢ଼ି ଭାରତକୁ ଏକ ସମ୍ମାନଜନକ ସ୍କୋରରେ ପହଞ୍ଚାଇଥିଲେ। ଦ୍ୱିତୀୟ ଦିନ ଖେଳ ୩୩୮ ରନ୍‌ରୁ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?