Posted inଖେଳ

ଟସ୍‌ ଜିତି ଇଂଲଣ୍ଡର ବ୍ୟାଟିଂ ନିଷ୍ପତ୍ତି, ଭାରତୀୟ ଦଳରେ ୨ ପରିବର୍ତ୍ତନ, ଏହି ଖେଳାଳିଙ୍କୁ ମିଳିଲା ଡେବ୍ୟୁ ସୁଯୋଗ

ଧର୍ମଶାଳା,୭।୩: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ । ଏହି ମ୍ୟାଚ ଧର୍ମଶାଳାର ଏଚପିସିଏ ଷ୍ଟାଡିୟମରେ ଖେଳାଯାଉଛି। ଟିମ ଇଣ୍ଡିଆ ବର୍ତ୍ତମାନ ସିରିଜରେ ୩-୧ରେ ଆଗୁଆ ରହିଛି। ତେବେ ଇଂଲଣ୍ଡ ଦଳ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଭାରତ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି। ଏହି ମ୍ୟାଚକୁ ଜିତି ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ପଏଣ୍ଟ ଟେବୁଲରେ ନିଜର ସ୍ଥିତିକୁ ମଜବୁତ କରିବାକୁ ଚାହୁଁଛି। ତେବେ ଭାରତୀୟ ଦଳ ପ୍ଲେ-୧୧ରେ ୨ଟି ପରିବର୍ତ୍ତନ କରିଥିବା ବେଳେ ଦେବଦତ୍ତ ପଡିକ୍କଲଙ୍କୁ ଡେବ୍ୟୁ ସୁଯୋଗ ଦେଇଛି।

ଇଂଲଣ୍ଡ ଦଳ- ଜ୍ୟାକ କ୍ରାଉଲି, ବେନ ଡକେଟ, ଓଲି ପୋପ, ଜୋ ରୁଟ, ଜନି ବେୟରଷ୍ଟୋ, ବେନ ଷ୍ଟୋକ୍ସ (ଅଧିନାୟକ), ବେନ ଫୋକ୍ସ (ଉଇକେଟ୍‌ କିପର), ଶୋଏବ ବଶିର, ଟମ ହାର୍ଟଲି, ମାର୍କ ଉଡ୍‌, ଜେମ୍ସ ଆଣ୍ଡରସନ।

ଭାରତ ଦଳ: ଯଶସ୍ବୀ ଜୟସ୍ବାଲ, ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ସରଫରାଜ ଖାନ, ଦେବଦତ୍ତ ପଡିକ୍କଲ, ଧ୍ରୁଭ ଜୁରେଲ (ଉଇକେଟ୍‌୍‌ କିପର), ରବିନ୍ଦ୍ର ଜାଡେଜା, ରବିଚନ୍ଦ୍ରନ ଅଶ୍ୱିନ, କୁଳଦୀପ ଯାଦବ, ଜସପ୍ରୀତ ବୁମରା, ମହମ୍ମଦ ସିରାଜ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri