Posted inଖେଳ

କ୍ଲିନ୍‌ସୁଇପ୍‌ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ଭାରତ

ଡବଲିନ୍‌,୨୮।୬: ଭାରତ ଏବଂ ଆୟାରଲାଣ୍ଡ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ମଙ୍ଗଳବାର ଅର୍ଥାତ୍‌ ଆଜି ଖେଳାଯିବ। ଟିମ ଇଣ୍ଡିଆ ଏହି ସିରିଜରେ ୧-୦ରେ ଅଗ୍ରଣୀ ହାସଲ ଏଭଳି ପରିସ୍ଥିତିରେ ଭାରତ ଏହି ସିରିଜ ଜିତିବା ପାଇଁ ପଡିଆକୁ ଓହ୍ଲାଇବ।
ଦ୍ୱିତୀୟ ଟି-୨୦ରେ ଭାରତୀୟ ଦଳ ଉମ୍‌ରାନ ମଲିକଙ୍କ ପରି ଯୁବ ଖେଳାଳିଙ୍କଠାରୁ ଭଲ ପ୍ରଦର୍ଶନ ଆଶା କରିବ। ବର୍ଷା ହେତୁ ପ୍ରଥମ ମ୍ୟାଚ ୧୨-୧୨ ଓଭର ହୋଇଥିଲା। ତେଣୁ ଦ୍ୱିତୀୟ ଟି-୨୦ରେ ମଧ୍ୟ ବର୍ଷା ଆଶଙ୍କା ରହିଛି। ଯଦି ଏହି ମ୍ୟାଚ ମଧ୍ୟ ବାତିଲ ହୁଏ ତେବେ ଭାରତ ସିରିଜ ଜିତିବ। ଏହି ମ୍ୟାଚ୍‌ ଡବ୍‌ଲିନ୍‌ରେ ଭାରତୀୟ ସମୟ ରାତି ୯ଟାରୁ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୋହାରେ ଭାରତୀୟ ମିଡ୍‌ ଫିଲ୍ଡର ଅନିରୁଦ୍ଧଙ୍କୁ କରୋନା

ନୂଆଦିଲ୍ଲୀ, ୬ା୬ (ପି.ଟି.)- ଭାରତୀୟ ଫୁଟ୍‌ବଲ ଦଳର ମିଡ୍‌ଫିଲ୍ଡର ଅନିରୁଦ୍ଧ ଥାପା କରୋନା ସଂକ୍ରମିତ ହୋଇଛନ୍ତି। କୋଭିଡ୍‌ ଟେଷ୍ଟରୁ ପଜିଟିଭ ଜଣାପଡ଼ିବା ପରେ ଦୋହାସ୍ଥିତ ଟିମ୍‌...

ମୁମ୍ବାଇରେ ମୁସ୍ତାକ ଅଲୀ ଟୁର୍ନାମେଣ୍ଟ ଆୟୋଜନ କରିବାକୁ ବିସିସିଆଇକୁ ଅନୁରୋଧ

ମୁମ୍ବାଇ,୨୧।୯ (ପି.ଟି.): ଦେଶର ସର୍ବବୃହତ୍‌ ଘରୋଇ ଟି୨୦ ଟୁର୍ନାମେଣ୍ଟ ମୁସ୍ତାକ ଅଲୀ ଟ୍ରଫିକୁ ମୁମ୍ବାଇରେ ଆୟୋଜନ କରିବାକୁ ଆଗ୍ରହ ପ୍ରକାଶ କରାଯାଇଛି। ଏ ନେଇ ଭାରତୀୟ...

କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଏଫସି: ‘ଦର୍ଶକଙ୍କ ଉପସ୍ଥିତିରେ ଆମେ ଉଲ୍ଲସିତ’

ଭୁବନେଶ୍ୱର, ୯।୧(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମ ଏପର୍ଯ୍ୟନ୍ତ ଓଡ଼ିଶା ଏଫସି ପାଇଁ ଶୁଭ ସାବ୍ୟସ୍ତ ହୋଇଛି। ଦିଲ୍ଲୀ ଡାଇନାମସରୁ ଓଡ଼ିଶା ଏଫସିରେ ପରିଣତ ହୋଇଥିବା ଏହି...

୪ ଓଭରରେ ମାତ୍ର ୮ ରନ୍‌: ଉଇକେଟ ନ ନେଇ ବି ଚର୍ଚ୍ଚାରେ ଏହି ଭାରତୀୟ ବୋଲର୍‌

ଥିରୁଭାନନ୍ତପୁରମ୍‌,୨୯।୮: ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜର ପ୍ରଥମ ମୁକାବିଲାରେ ୮ ଉଇକେଟରେ ବିଜେତା ହୋଇଛି ଟିମ୍‌ ଇଣ୍ଡିଆ। ଭାରତୀୟ ବୋଲରଙ୍କ ଘାତକ ବୋଲିଂ ଯୋଗୁ...

ଭାରତ-ପାକିସ୍ତାନ ମ୍ୟାଚ୍‌ ପୂର୍ବରୁ ଚର୍ଚ୍ଚାରେ ହରଭଜନ; ଶୋଏବ ଅଖତରଙ୍କୁ ଜବାବ ଦେଇ…

ନୂଆଦିଲ୍ଲୀ,୧୮।୧୦: ଟି-୨୦ ବିଶ୍ୱକପ୍‌ରେ ଭାରତ ତାର ପ୍ରଥମ ମ୍ୟାଚ୍‌ ପାକିସ୍ତାନ ବିପକ୍ଷରେ ଖେଳିବ। ଏହି ହାଇଭୋଲ୍ଡେଜ୍‌ ମ୍ୟାଚ୍‌କୁ ନେଇ ଏବେଠାରୁ ଚର୍ଚ୍ଚା ଆରମ୍ଭ ହେଲାଣି। ପୂର୍ବତନ...

ଏହି ଖେଳାଳିଙ୍କୁ ନିଜ ଜର୍ସି ଦେଇ ଧୋନୀ ନେଇଥିଲେ ଅବସର

କିମ୍ବଦନ୍ତୀ ଉଇକେଟ କିପର ବ୍ୟାଟ୍ସମ୍ୟାନ ଏମ.ଏସ ଧୋନୀ ଆଜି ତାଙ୍କର ୩୯ତମ ଜନ୍ମଦିନ ପାଳନ କରୁଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସରେ ଧୋନୀଙ୍କ ସାଥୀ ଡ୍ବେନ ବ୍ରାଭୋ...

ଜଣେ ଗର୍ଭବତୀ ମହିଳା ପାଇଁ ଏହା ସବୁଠାରୁ ରୋମାଞ୍ଚକ ଖେଳ: କାହିଁକି ଏପରି କହିଲେ ଅନୁଷ୍କା

ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବିଆର)ର ବିଜୟକୁ ନେଇ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ବହୁତ ଖୁସି ଅଛନ୍ତି।...

ପ୍ରକାଶ ପାଇଲା ଆଇପିଏଲ-୧୪ କାର୍ଯ୍ୟସୂଚୀ: ଉଦ୍‌ଘାଟନୀ ମ୍ୟାଚ୍‌ରେ ମୁମ୍ବାଇ-ଆରସିବି

ନୂଆଦିଲ୍ଲୀ,୭।୩ : ଆଗାମୀ ଆଇପିଏଲ ଲାଗି ରବିବାର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। ଏପ୍ରିଲ ୯ ତାରିଖରୁ ଆରମ୍ଭ...

Advertisement
Archives

Model This Week