Posted inଖେଳ

ନେଦରଲାଣ୍ଡ୍ସ ବିପକ୍ଷରେ ଟସ୍‌ ଜିତି ବ୍ୟାଟିଂ କରୁଛି ଟିମ୍‌ ଇଣ୍ଡିଆ: ରୋହିତ-ଗିଲ ଆଉଟ୍‌

ବେଙ୍ଗାଲୁରୁ,୧୨।୧୧: ବିଶ୍ୱକପ୍‌ ୨୦୨୩ର ନେଦରଲାଣ୍ଡ୍ସ ବିପକ୍ଷ ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି ଭାରତ। ଉଭୟ ଟିମ୍‌ ବିନା ପରିବର୍ତ୍ତନ ସହ ଓହ୍ଲାଇଛନ୍ତି। ଖବର ଲେଖାଯିବା ସୁଦ୍ଧା ଭାରତୀୟ ଟିମ୍‌ ଦୁଇ ଉଇକେଟ ହରାଇ ୧୭୫ ରନ୍‌ କରିଛି। ବିରାଟ କୋହଲି ଏବଂ ଶ୍ରେୟାସ ଆୟାର ମଇଦାନରେ ଅଛନ୍ତି। ଉଇକେଟ ଭାବେ ରୋହିତ ୬୧ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ ଶୁଭମନ ଗିଲ ୫୧ ରନ୍‌ କରି ପ୍ୟାଭିଲିୟନ ଫେରିଛନ୍ତି।

ପ୍ରକାଶ ଯେ, ଏହି ମ୍ୟାଚ୍‌ ଉଭୟ ଦଳ ପାଇଁ ଏକ ସାଧାରଣ ମ୍ୟାଚ୍‌ ଭଳି ହେବ। କାରଣ ଭାରତ ପୂର୍ବରୁ ସେମିଫାଇପାଲରେ ପହଞ୍ଚିସାରିଥିବାବେଳେ ନେଦରଲାଣ୍ଡ ବିଶ୍ୱକପ୍‌ରୁ ବିଦା ହୋଇସାରିଛି। ଏହି ମ୍ୟାଚ ଭାରତ ପାଇଁ ସେମିଫାଇନାଲ ପୂର୍ବରୁ ଏକ ଅଭ୍ୟାସ ମ୍ୟାଚ୍‌ ଭଳି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri