Posted inଖେଳ

ଆଜି ନେଦରଲାଣ୍ଡ୍ସକୁ ଭେଟିବ ଭାରତ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ସିଡନୀ,୨୭।୧୦: ଭାରତୀୟ ଦଳ ଗୁରୁବାର ଅର୍ଥାତ୍‌ ଆଜି ଟି-୨୦ ବିଶ୍ୱକପରେ ଦ୍ୱିତୀୟ ମ୍ୟାଚ ଖେଳିବ। ଗୁରୁବାର ସିଡନୀରେ ନେଦରଲାଣ୍ଡ୍ସ ଏବଂ ଭାରତ ସହ ମୁହାଁମୁହିଁ ହେବେ। ଉଭୟ ଦଳ ପ୍ରଥମ ଥର ପାଇଁ ଟି-୨୦ରେ ପରସ୍ପରକୁ ଭେଟିବେ। ଯଦି ଭାରତ ଏହି ମ୍ୟାଚ ଜିତେ ତେବେ ଚାରି ପଏଣ୍ଟ ପାଇବ। ସେମିଫାଇନାଲ ଖେଳିବାର ସମ୍ଭାବନା ବୃଦ୍ଧି ପାଇବ। ଏଥି ସହିତ ନେଦରଲାଣ୍ଡ୍ସ କ୍ରମାଗତ ଦ୍ୱିତୀୟ ପରାଜୟକୁ ଏଡାଇବାକୁ ଚାହୁଁଛି। ଶେଷ ମ୍ୟାଚରେ ଦଳ ବାଂଲାଦେଶ ଦ୍ୱାରା ପରାସ୍ତ ହୋଇଥିଲେ।
ଭାରତ ଏବଂ ନେଦରଲାଣ୍ଡ୍ସ ମଧ୍ୟରେ ମ୍ୟାଚ ୨୭ ଅକ୍ଟୋବରରେ ଖେଲାଯିବ। ଏହି ମ୍ୟାଚ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଭାରତୀୟ ସମୟ ଦିନ ୧୨.୩୦ରୁ ଆରମ୍ଭ ହେବ। ଟସ୍‌ ୧୨.୦୦ରେ ପଡିବ। ଷ୍ଟାର ସ୍ପୋର୍ଟସ ନେଟୱାର୍କର ଟି-୨୦ ବିଶ୍ୱକପ ପ୍ରସାରଣ କରିବାର ଅଧିକାର ଅଛି। ହିନ୍ଦୀ ଏବଂ ଇଂରାଜୀ ବ୍ୟତୀତ ଆପଣ ଷ୍ଟାର ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ଦେଶର ଅନ୍ୟ ଭାଷାରେ କମେଣ୍ଟ୍ରି ସହିତ ଭାରତ ଏବଂ ନେଦରଲ୍ୟାଣ୍ଡ ମ୍ୟାଚ ଦେଖିପାରିବେ। ଏହି ମ୍ୟାଚର ଲାଇଭ ଷ୍ଟ୍ରିମିଂ ଭାରତର ଡିଜନି ପ୍ଲସ ହଟଷ୍ଟାର୍‌ ଆପ ରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri