Posted inଖେଳ

ପ୍ରଥମ ଟି-୨୦: ଟସ୍‌ ଜିତି ଭାରତର ବୋଲିଂ ନିଷ୍ପତ୍ତି, ୮ ଓଭରରେ ନ୍ୟୁଜିଲାଣ୍ଡ ୭୦/୨

ରାଞ୍ଚି,୨୭।୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ଏଠାରେ ଶୁକ୍ରବାର ଖେଳାଯାଉଛି। ମ୍ୟାଚ୍‌ରେ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ପ୍ରଥମେ ବୋଲିଂ କରିବା ନିଷ୍ପତ୍ତି ନେଇଛନ୍ତି। ବ୍ୟାଟିଂ ନିମନ୍ତ୍ରଣ ପାଇଥିବା ନ୍ୟୁଜିଲାଣ୍ଡ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଏଯାବତ ଦଳ ୮ ଓଭରରେ ୨ ଉଇକେଟ ହରାଇ ୭୦ ରନ୍‌ କରିଛି। ଓ୍ବାଶିଂଟନ ସୁନ୍ଦର ଭାରତ ପକ୍ଷରୁ ଦୁଇଟିଯାକ ଉଇକେଟ ନେଇଛନ୍ତି।

କହିରଖୁଛୁ, ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଏପର୍ଯ୍ୟନ୍ତ ମୋଟ ୨୨ ଟି୨୦ ମୁକାବିଲା ଖେଳାଯାଇଛି। ଏଥିରେ ଭାରତ ୧୦ ମ୍ୟାଚ୍‌ରେ ଜିତିଥିବା ବେଳେ ୯ ମୁକାବିଲାରେ ପରାଜିତ ହୋଇଛି। ସେହିଭଳି ୩ ମ୍ୟାଚ୍‌ ଟାଇ ରହିଛି। ଉଭୟ ଟିମ୍‌ ମଧ୍ୟରେ ନଭେମ୍ବର ୨୦୨୨ରେ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ ଖେଳାଯାଇଥିଲା। ଏଥିରେ ଭାରତ ୧-୦ରେ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri