Posted inଖେଳ

ଭାରତ ପାଇଁ ‘କର ବା ମର’ ମୁକାବିଲା

ନୂଆଦିଲ୍ଲୀ,୨୬।୧୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ ରବିବାର ଖେଳାଯିବ। ହାମିଲଟନ୍‌ର ସିଡନ୍‌ ପାର୍କରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ। ସିରିଜର ପ୍ରଥମ ମ୍ୟାଚ୍‌ରେ ପରାଜିତ ହୋଇଥିବାରୁ ଭାରତ ପାଇଁ ଏହି ମ୍ୟାଚ୍‌ ‘କର ବା ମର’ ଭଳି ରହିବ।

ଗତ ମ୍ୟାଚ୍‌ରେ ବ୍ୟାଟିଂରେ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ କରିଥିଲେ ହେଁ ବୋଲିଂରେ ସମ୍ପୂର୍ଣ୍ଣ ଫ୍ଲପ୍‌ ଥିଲା। ଉମ୍‌ରାନ ମଲିକଙ୍କ ବ୍ୟତିତ ଟିମ୍‌ ଇଣ୍ଡିଆର ବାକି ବୋଲର୍‌ମାନେ ନିରାଶ କରିଥିଲେ। ଏଣୁ ଦ୍ୱିତୀୟ ମ୍ୟାଚ୍‌ରେ ଦଳକୁ ବୋଲିଂ ରଣନୀତି ଉପରେ ଧ୍ୟାନ ଦେବାକୁ ହେବ।

ପାଣିପାଗ: ରବିବାର ଅପରାହ୍ନରୁ ସନ୍ଧ୍ୟା ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ଥିବାରୁ ମ୍ୟାଚ୍‌ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି।

ସମ୍ଭାବ୍ୟ ଭାରତ ଏକାଦଶ: ଶିଖର ଧାଓ୍ବନ(ଅଧିନାୟକ), ଶୁଭମନ ଗିଲ, ଶ୍ରେୟାସ ଆୟର, ସୂର୍ଯ୍ୟକୁମାର ଯାଦବ, ଋଷଭ ପନ୍ତ, ସଞ୍ଜୁ ସାମସନ୍‌, ଓ୍ବାଶିଂଟନ ସୁନ୍ଦର, ଦୀପକ ଚହର, ଉମରାନ ମଲିକ, ଅର୍ଶଦୀପ ସିଂ, ଯୁଜବେନ୍ଦ୍ର ଚହଲ

ସମ୍ଭାବ୍ୟ ନ୍ୟୁଜିଲାଣ୍ଡ ଏକାଦଶ: ଫିନ୍‌ ଆଲେନ, ଡିଭାନ କନଓ୍ବେ, କେନ୍‌ ଓ୍ବିଲିୟମସନ(ଅଧିନାୟକ), ଟମ୍‌ ଲାଥାମ, ଡାରିଲ୍‌ ମିଚେଲ, ଗ୍ଲେନ୍‌ ଫିଲିପ୍ସ, ଜେମ୍ସ ନିଶାମ, ମିଚେଲ ସାଣ୍ଟନର୍‌, ଟିମ୍‌ ସାଉଥୀ, ମ୍ୟାଚ୍‌ ହେନେରୀ, ଲକି ଫର୍ଗୁସନ୍‌


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri