Posted inଖେଳ

ଟିମ୍‌ ଇଣ୍ଡିଆକୁ ୧୪୭ରନ୍‌ର ଟାର୍ଗେଟ

ମୁମ୍ବାଇ,୩।୧୧: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ସିରିଜର ୩ ମୁକାବିଲା ଜାରି ରହିଛି। ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୨ୟ ଇନିଂସରେ ୧୪୬ରନ୍‌ରେ ଅଲଆଉଟ୍‌ ହୋଇଛି। ଫଳରେ ଭାରତକୁ ଜିତିବା ଲାଗି ୧୪୭ ରନ୍‌ର ଟାର୍ଗେଟ ମିଳିଛି। ଭାରତ ପକ୍ଷରୁ ରବିନ୍ଦ୍ର ଜାଡେଜାଙ୍କୁ ୫ ଉଇକେଟ ମିଳିଛି। ପ୍ରଥମ ଇନିଂସରେ ମଧ୍ୟ ସେ ୫ ଉଇକେଟ ନେଇଥିଲେ। ତେବେ ଟିମ୍‌ ଇଣ୍ଡିଆ ଯଦି ଓ୍ବାଙ୍ଖଡେ ଷ୍ଟାଡିୟମରେ ଏହି ଲକ୍ଷ୍ୟକୁ ହାସଲ କରିନିଏ ତେବେ ଏହା ଦ୍ୱିତୀୟ ସଫଳ ଚେସ୍‌ ହେବ।

India vs New Zealand Live Score 3rd Test Day 3: Spinners look to wrap NZ early | Crickit

ପ୍ରକାଶ ଯେ, ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜରେ ଭାରତ ୨-୦ରେ ପଛୁଆ ରହିଛି। ଏମିତିରେ ଦଳ ମୁମ୍ବାଇ ଟେଷ୍ଟ ଜିତି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଖେଳିବା ଆଶାକୁ ଉଜ୍ଜିବିତ ରଖିବାକୁ ଚାହୁଁଛି। ଅପରପକ୍ଷେ ନ୍ୟୁଜିଲାଣ୍ଡ ମଧ୍ୟ ଏହାକୁ ଜିତି କ୍ଲିନ୍‌ ସୁଇପ୍‌ କରିବାକୁ ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?