Posted inଖେଳ

ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୩।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଆଜିଠାରୁ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆରମ୍ଭ ହେଉଛି। ଏହା ହେଉଛି ଦୁଇ ମ୍ୟାଚ ବିଶିଷ୍ଟ ସିରିଜର ଶେଷ ମ୍ୟାଚ। ଏହି ମ୍ୟାଚ୍‌ ଯିଏ ଜିତିବ ସେହି ଦଳ ସିରିଜ୍‌ ହାତେଇବ। ତେବେ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ତିନିଟି ବଡ଼ ଝଟ୍‌କା ଲାଗିଛି। ଆହତ କାରଣରୁ ଦଳର ଷ୍ଟାର ଫାଷ୍ଟ ବୋଲର ଇଶାନ୍ତ ଶର୍ମା, ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଏବଂ ପ୍ରଥମ ଟେଷ୍ଟ ଅଧିନାୟକ ଅଜିଙ୍କେ ରାହାନେଙ୍କୁ ମ୍ୟାଚରୁ ବାଦ ଦିଆଯାଇଛି। ବିସିସିଆଇ ଅଫିସିଆଲ ଟୁଇଟର୍‌ ହ୍ୟାଣ୍ଡେଲରୁ ବିସିସିଆଇ ଦ୍ୱାରା ପ୍ରକାଶିତ ଏକ ଅପଡେଟରେ କୁହାଯାଇଛି, କାନପୁର ଟେଷ୍ଟ ସମୟରେ ଏହି ତିନି ଖେଳାଳି ଆହତ ହୋଇଥିଲେ ଏବଂ ମ୍ୟାଚ୍‌ରେ ଖେଳି ପାରିବେ ନାହିଁ।
ମ୍ୟାଚ ବିଷୟରେ କହିବାକୁ ଗଲେ ଗତ ଦୁଇ ଦିନ ମଧ୍ୟରେ ମୁମ୍ବାଇରେ ବର୍ଷା ହେତୁ ୱାଙ୍ଖେଡେ ଗ୍ରାଉଣ୍ଡ ଓଦା ହୋଇଛି ଏବଂ ଏହି କାରଣରୁ ଟସ ବିଳମ୍ବ ହୋଇଛି। ଅମ୍ପାୟାରମାନେ ସକାଳ ୯.୩୦ରେ ପିଚ ଯାଞ୍ଚ କରିଥିଲେ ଏବଂ ୧୦.୩୦ରେ ପୁନର୍ବାର ଯାଞ୍ଚ କରିବାକୁ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri