Posted inଖେଳ

IND vs PAK: ବଡ଼ ଅଫର୍‌ ଦେଲା ପାକ୍‌, ଭାରତକୁ ହରାଇଲେ ଖେଳାଳିଙ୍କୁ ମିଳିବ ୧କୋଟି ଟଙ୍କା

କରାଚୀ,୨୩।୨: ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଟିମ ଇଣ୍ଡିଆ ଏବଂ ଆୟୋଜକ ପାକିସ୍ତାନ IND vs PAK:  ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ ମ୍ୟାଚ ଚାଲିଛି। ଏହାରି ମଧ୍ୟରେ ସିନ୍ଧ ପ୍ରଦେଶର ରାଜ୍ୟପାଳ ମହମ୍ମଦ କାମରାନ ଖାନ ଟେସୋରି ପାକିସ୍ତାନୀ କ୍ରିକେଟରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଯଦି ଏହି ମ୍ୟାଚରେ ପାକିସ୍ତାନ ଟିମ ଭାରତକୁ ପରାଜିତ କରିଦେବେ ତାହେଲେ ୧ କୋଟି ଟଙ୍କାର ପୁରସ୍କାର ରାଶି ଦିଆଯିବ।

ଭାରତୀୟ ଦଳ ତା’ର ଚାମ୍ପିୟନ୍ସ ଟ୍ରଫି ମ୍ୟାଚ ପାକିସ୍ତାନରେ ନ ଖେଳି ନିରପେକ୍ଷ ଭେନ୍ୟୁରେ ଖେଳିବା ନିଷ୍ପତ୍ତିକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ ମହସିନ ନକଭି ନୈରାଶ୍ୟ ବ୍ୟକ୍ତ କରିଛନ୍ତି। ୨୯ ବର୍ଷର ବ୍ୟବଧାନ ପରେ ପାକିସ୍ତାନରେ ହୋଇଥିବା ଆଇସିସି ଇଭେଣ୍ଟର ସଫଳ ଆୟୋଜନକୁ ନେଇ ସେ ଆଶା ବ୍ୟକ୍ତ କରିଛନ୍ତି।

ଆମେ ଏକ ବିଶ୍ୱସ୍ତରୀୟ ଇଭେଣ୍ଟର ସଫଳ ଆୟୋଜନ ଉପରେ ବିଶେଷ ଗୁରୁତ୍ୱ ଦେଉଛୁ। କିନ୍ତୁ ନିର୍ଦ୍ୱନ୍ଦ୍ୱରେ କହିପାରିବୁ ଯେ, ପାକିସ୍ତାନରେ ଭାରତ ଖେଳୁ ନ ଥିବାରୁ ଆମେ ଦୁଃଖିତ। ଏଥିଲାଗି କେବଳ ପିସିବି ନୁହେଁ ବରଂ, ପୂରା ବିଶ୍ୱର କ୍ରିକେଟର ପ୍ରଶଂସକ, ଆଇସିସି, ଆର୍ଥିକ ସହଯୋଗୀ ଦୁଃଖିତ ଅଛନ୍ତି। ଆମେ ୨୦୧୧, ୨୦୧୨, ୨୦୧୬ ସମେତ ୨୦୨୩ ଇଭେଣ୍ଟ ପାଇଁ ଦଳ ଅନେକ ଥର ଭାରତ ଟୁର କରିଥିଲା। ଏଥିଯୋଗୁ ଭାରତ, ପାକିସ୍ତାନକୁ ଆସି ଖେଳିବ ବୋଲି ଆମେ ଆଶା କରିଥିଲୁ। କିନ୍ତୁ ଆମ ଆଶା ପୂରଣ ହୋଇ ନ ଥିଲା ବୋଲି ନକଭି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ପ୍ୟାକେଜ୍‌ ନେଇ ଭାରତ ଆସିଛନ୍ତି ପୁଟିନ: ରୁଷିଆର କେଉଁ ପ୍ରସ୍ତାବକୁ ‘ହଁ’ କହିବ ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପୁଟିନଙ୍କ ଭାରତ ଗସ୍ତ ସମୟରେ ରୁଷିଆର ପଞ୍ଚମ ପିଢ଼ିର ଷ୍ଟେଲ୍ଥ ଫାଇଟର ଜେଟ…

DRS କ୍ରେଡିଟ୍‌ ଚୋରି ଅଭିଯୋଗ ଆଣିଲେ ଇଶାନ୍‌, ବୈଭବଙ୍କ ଜବାବରେ ଚୁପ୍‌ ହୋଇଗଲେ କ୍ୟାପଟେନ୍‌!

ନୂଆଦିଲ୍ଲୀ,୧୧।୯: ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ୍‌ ଦଲୀପ ଟ୍ରଫି ୨୦୨୬ର ଚାମ୍ପିଅନ ହୋଇଛି । ଏହି ଦଳରେ ୧୫ ବର୍ଷୀୟ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ…

କର୍କଟ ସମେତ ଏହି ରାଶିଙ୍କୁ ଟେନ୍‌ସନ ଦେବେ ମଙ୍ଗଳ: ସମ୍ପର୍କରେ ପଡ଼ିବ ଭଟ୍ଟା! ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳଙ୍କୁ ଗ୍ରହମାନଙ୍କ ସେନାପତି ବୋଲି କୁହାଯାଏ। ସାହସ, ଶକ୍ତି, ଉତ୍ସାହ, କ୍ରୋଧ ଓ ଆକ୍ରମଣାତ୍ମକତାର କାରକ ଭାବେ ମଙ୍ଗଳଙ୍କୁ ବିବେଚନା କରାଯାଏ। ମଙ୍ଗଳ…

ଉଦ୍ଧାର ଓରାଙ୍ଗଉଟାନଙ୍କୁ ନେଇ PCCFଙ୍କ ବଡ଼ ସୂଚନା, ସ୍ବାସ୍ଥ୍ୟାବସ୍ଥା…

ଭୁବନେଶ୍ୱର,୧୧।୯: ବାଲେଶ୍ୱର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗଉଟାନ ଶାବକଙ୍କୁ ନେଇ PCCF ପ୍ରେମ କୁମାର ଝା ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ୫ ଓରାଙ୍ଗଉଟାନ…

ପେନଶନର୍‌ଙ୍କ ପାଇଁ ଖୁସି ଖବର! ଖାତାକୁ ଆସିଲା ୧୨୩୩ କୋଟି ଟଙ୍କା, ଏମିତି ଚେକ୍‌ କରନ୍ତୁ ବାଲାନ୍ସ…

ନୂଆଦିଲ୍‌ଲୀ,୧୧।୯: ପେନଶନଧାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର ଆସିଛି। ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ପ୍ରାୟ ୧୦୫.୬୮ ଲକ୍ଷ (୧.୦୫ କୋଟିରୁ ଅଧିକ) ପେନଶନଭୋଗୀଙ୍କ…

ସାବଧାନ! ୩ ରାଶିରେ ଆଜି ଲାଗିବ ଗ୍ରହଣ; ହାତରୁ ପଳାଇବ ଟଙ୍କା, ପାଖଲୋକ ଦେବେ ଧୋକା

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ କିମ୍ୱା ଚନ୍ଦ୍ରଙ୍କ ସହିତ ରାହୁ କିମ୍ୱା କେତୁଙ୍କ ଯୁତି (ସଂଯୋଗ) ହେଲେ ଗ୍ରହଣ ଯୋଗ ସୃଷ୍ଟି ହୁଏ। ବର୍ତ୍ତମାନ ସୂର୍ଯ୍ୟ,…

ବାଇକ୍‌କୁ ଧକ୍କାଦେଲା ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଧାମନଗର,୧୦ା୯(ସନ୍ତୋଷ କୁମାର ମହାପାତ୍ର): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେଇଥିବାବେଳେ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ମୁତାବକ କେନ୍ଦୁଆ ପଦା-ଗଣ୍ଡଗରା…

ବୈଭବଙ୍କ ପାଖରେ ସୁବର୍ଣ୍ଣ ସୁଯୋଗ: ରାସ୍ତାରେ କଣ୍ଟା ହେବେନି ତ ଶ୍ରେୟସ ଆୟର? ଜାଣନ୍ତୁ ପୂରା ଖବର

ନୂଆଦିଲ୍ଲୀ୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ହେବାକୁ ଥିବା ଟି-୨୦ ସିରିଜରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀଙ୍କ ପାଖରେ ରହିଛି ବଡ଼ ସୁଯୋଗ। ବୈଭବ ଇତିମଧ୍ୟରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri