Posted inଖେଳ

IND vs PAK: ଟସ୍‌ ହାରି ଟିମ୍‌ ଇଣ୍ଡିଆର ବିଶ୍ୱରେକର୍ଡ, ପାକିସ୍ତାନ କରୁଛି ବ୍ୟାଟିଂ

ଦୁବାଇ,୨୩।୨: ଚାମ୍ପିଅନ୍ସ ଟ୍ରଫିର ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ମୁହାଁମୁହିଁ ହେଉଛନ୍ତି ଭାରତ-ପାକିସ୍ତାନ। ରବିବାର ଦୁବାଇରେ ଖେଳାଯାଉଥିବା ଏହି ମୁକାବିଲାରେ ପାକିସ୍ତାନ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି। ମ୍ୟାଚ୍‌ ଲାଗି ପାକିସ୍ତାନରେ ଗୋଟିଏ ପରିବର୍ତ୍ତନ ହୋଇଛି। ଫଖର ଜମାନଙ୍କ ସ୍ଥାନରେ ଇମାମ ଉଲ୍‌ ହକଙ୍କୁ ସୁଯୋଗ ମିଳିଛି। ଅପରପକ୍ଷେ ଭାରତୀୟ ଟିମ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ।
ତେବେ ଟିମ୍‌ ଇଣ୍ଡିଆ ପାକିସ୍ତାନ ବିପକ୍ଷରେ ଟସ୍‌ ହାରି ବିଶ୍ୱରେକର୍ଡ କରିଛି। ଦିନିକିଆରେ ଭାରତ ପ୍ରଥମ ଟିମ୍‌ ଭାବେ ଲଗାତାର ଭାବେ ୧୨ ଟସ୍‌ରେ ପରାଜିତ ହୋଇଛି।
ପାକିସ୍ତାନର ଟିମ୍‌:
ଇମାମ ଉଲ୍‌ ହକ୍‌, ବାବର ଆଜମ୍‌, ସୌଦ ଶକିଲ, ମହମ୍ମଦ ରିଜୱାନ୍‌, ସଲମାନ ଆଗା, ତୈୟବ ତାହିର, ଖୁସଦିନ ଶାହ, ଶାହିନ ଆଫ୍ରିଦି, ନସିମ ଶାହ, ହାରିସ ରୌଫ ଏବଂ ଅବ୍‌ରାର ଅହମ୍ମଦ
ଭାରତର ଟିମ୍‌:
ଶୁଭମନ ଗିଲ, ରୋହିତ ଶର୍ମା, ବିରାଟ କୋହଲି, ଶ୍ରେୟସ ଆୟର, କେଏଲ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ରବିନ୍ଦ୍ର ଜାଡେଜା, ହର୍ଷିତ ରାଣା, କୁଲଦୀପ ଯାଦବ ଏବଂ ମହମ୍ମଦ ଶାମି

Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri