Posted inଖେଳ

ଦକ୍ଷିଣ ଆଫ୍ରିକା ୧୯ ବର୍ଷରୁ କମ୍‌ ଦଳର ଅଧିନାୟକଙ୍କୁ ବିଦା କରିବାକୁ ସ୍ଲୋଗାନ ଦେଲେ ପାଲେଷ୍ଟାଇନ୍‌ ସମର୍ଥିତ: ଜାଣନ୍ତୁ ଏହାର କାରଣ…

ଟାଉନ୍‌,୪ା୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ପାଲେଷ୍ଟାଇନ୍‌ ସମର୍ଥତ୍ତ ସ୍ଲୋଗାନ ଶୁଣିବାକୁ ମିଳିଥିଲା। ଇସ୍ରାଏଲ ବିରୋଧୀ ସ୍ଲୋଗାନ ଦେବା ସହିତ ଦକ୍ଷିଣ ଆଫ୍ରିକା ୧୯ ବର୍ଷରୁ କମ୍‌ ଦଳର ଅଧିନାୟକଙ୍କୁ ବିଦା କରିବାକୁ ନାରା ଲଗା ଯାଇଥିଲା।

କିଛି ଦିନ ପୂର୍ବର ଦକ୍ଷିଣ ଆଫ୍ରିକା ୧୯ ବର୍ଷରୁ କମ୍‌ ଦଳର ଅଧିନାୟକ ଡେଭିଡ୍‌ ଟିଗର ଇସ୍ରାଏଲ ସେନାର ସମର୍ଥନରେ ଏକ ମନ୍ତବ୍ୟ ଦେଇଥିଲେ। କିଛି ଲୋକ ଏକ ଗ୍ରୁପରେ ଆସିବା ସହିତ ବୟକଟ୍‌ ଇସ୍ରାଏଲର ପ୍ଲା କାର୍ଡ ଧରି ବିରୋଧ ପ୍ରଦର୍ଶନ କରିଥିଲେ। ଏହା ସହିତ ସ୍ବାଧୀନ ପାଲେଷ୍ଟାଇନ୍‌ ଗଠନ ପାଇଁ ମଧ୍ୟ ସ୍ଲୋଗାନ ଶୁଣିବାକୁ ମିଳିଥିଲା।

ପ୍ରଥମେ ହମାସ ଆତଙ୍କବାଦୀ ମାନେ ଇସ୍ରାଏଲ ଉପରେ ଆକ୍ରମଣ କରି ନରସଂହାର କରିବା ପରେ ଇସ୍ରାଏଲ ପ୍ରତି ଆକ୍ରମଣ କରିଥିଲା। ଏଥିରେ ବର୍ତ୍ତମାନ ସୁଦ୍ଧା ୧୨୦୦ରୁ ଅଧିକ ଲୋକ ପ୍ରାଣ ହରାଇ ସାରିଛନ୍ତି। ଅକ୍ଟୋବର ୨୨ ତାରିଖରେ ଟିଗରଙ୍କୁ ଜିଓ୍ବିସ୍‌ ଆଚିଭର ପକ୍ଷରୁ ରାଇଜିଂ ଷ୍ଟାର ଆଓ୍ବାର୍ଡ ପ୍ରଦାନ କରାଯାଇଥିଲା। ଏହି ଅବସରରେ ସେ କହିଥିଲେ ମୁଁ ହୁଏତ ରାଇଜିଂ ଷ୍ଟାର ହୋଇ ଥାଇ ପାରେ ତେବେ ପ୍ରକୃତ ଷ୍ଟାର ହେଉଛି ଇସ୍ରାଏଲୀ ସେନା।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri