Posted inଖେଳ

ଆଜି ଗୁରୁତ୍ୱପୂର୍ଣ୍ଣ ମୁକାବିଲା: ଜାଣନ୍ତୁ କେଉଁଠି, କେତେବେଳେ ଦେଖିବେ…

ନୂଆଦିଲ୍ଲୀ,୧୪।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ତୃତୀୟ ମୁକାବିଲା ଖେଳାଯିବ। ଋଷଭ ପନ୍ତଙ୍କ ନେତୃତ୍ୱାଧୀନ ଭାରତୀୟ ଟିମ୍‌ ଲାଗି ଆଜିର ମୁକାବିଲା ‘କର ବା ମର’ ମ୍ୟାଚ୍‌ ସାବ୍ୟସ୍ତ ହେବ। କାରଣ ଦଳ ପୂର୍ବ ଦୁଇଟି ମ୍ୟାଚ୍‌ରେ ପରାସ୍ତ ହୋଇଥିବାରୁ ଏହି ମ୍ୟାଚ୍‌ ହାରିଲେ ଦଳ ସିରିଜ୍‌ ହାତଛଡ଼ା କରିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌କୁ କେବେ, କେଉଁଠି ଏବଂ କେଉଁ ସମୟରେ ଦେଖିବେ ଆସନ୍ତୁ ଜାଣିବା।

-କେତେବେଳେ ଖେଳାଯିବ:
ଜୁନ୍‌ ୧୪, ମଙଗଳବାର ଏହି ମ୍ୟାଚ୍‌ ଖେଳାଯିବାର କାର୍ଯ୍ୟକ୍ରମ ରହିଛି।

-କେଉଁଠି ଖେଳାଯିବ:
ବିଶାଖାପାଟନମର ଡ ଓ୍ବାଇ ଏସ୍‌ ରାଜଶେଖର ରେଡ୍ଡୀ ଏସିଏ ବିଡିସିଏ କ୍ରିକେଟ ଷ୍ଟାଡିୟମରେ ମ୍ୟାଚ୍‌ ଖେଳାଯିବ।

-କେଉଁ ସମୟରେ ଆରମ୍ଭ ହେବ:
ଭାରତୀୟ ସମୟ ଅନୁଯାୟୀ ଅପରାହ୍ନ ୭ଟାରେ ମ୍ୟାଚ୍‌ ଆରମ୍ଭ ହେବ। ଟସ୍‌ ୬.୩୦ରେ ପଡ଼ିବ।
-ଲାଇଭ ପ୍ରସାରଣ କେଉଁଠି ଦେଖିବେ?
ତୃତୀୟ ଟି-୨୦ର ଲାଇଭ ପ୍ରସାରଣ ଷ୍ଟାର ସ୍ପୋଟ୍ସ ୧, ଷ୍ଟାର ସ୍ପୋଟ୍ସ ୧ ଏଚ୍‌ଡି, ଷ୍ଟାର ସ୍ପୋଟ୍ସ ୨, ଷ୍ଟାର ସ୍ପୋଟ୍ସ ୨ ଏଚ୍‌ଡି ଏବଂ ଷ୍ଟାର ସ୍ପୋଟ୍ସ ୩ରେ ଦେଖିପାରିବେ।
-ଲାଇଭ୍‌ ଷ୍ଟ୍ରିମିଂ କେଉଁଠି ଦେଖିବେ: ଡିଜନୀ ପ୍ଲସ ହଟ୍‌ଷ୍ଟାରରେ ତୃତୀୟ ଟି୨୦ା ଲାଇଭ୍‌ ଷ୍ଟ୍ରିମିଂ ଦେଖିପାରିବେ। ଏହାଛଡ଼ା ଅନ୍‌ଲାଇନ୍‌ରୁ ମଧ୍ୟ ଏହା ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ…

ଷ୍ଟାର୍‌ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପିତାଙ୍କୁ କାହିଁକି ସାବଧାନ କଲେ ଏହି ପୂର୍ବତନ କ୍ରିକେଟର? ଜାଣନ୍ତୁ କ’ଣ ରହିଛି ବଡ଼ କାରଣ

ନୂଆଦିଲ୍ଲୀ, ୧୨।୬: ଭାରତୀୟ କ୍ରିକେଟରେ ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଆଜିକାଲି କ୍ରମାଗତ ଭାବେ ଚର୍ଚ୍ଚାରେ ରହିଛି । ଅଣ୍ଡର-୧୯ କ୍ରିକେଟ ଏବଂ ଆଇପିଏଲ (IPL) ରେ ଚମତ୍କାର…

କମ୍‌ ବୟସରେ ଟଳିପଡ଼ିଲେ ଭାରତର ପ୍ରସିଦ୍ଧ ଶୁଟର: ଜିତିଥିଲେ ସ୍ବର୍ଣ୍ଣପଦକ

ନୂଆଦିଲ୍ଲୀ,୧୨।୬:ପ୍ରସିଦ୍ଧ ଶୁଟର ତଥା ଭାରତୀୟ ଅଲିମ୍ପିକ ଷ୍ଟାର ମନୁ ଭାକରଙ୍କ କୋଚ ଜସପାଲ ରାଣାଙ୍କ ଦେହାନ୍ତ ହୋଇଛି। ମ୍ୟୁନିଚ୍‌ରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ ପରେ ଭାରତ ଫେରିବା…

ବିଳମ୍ବ ହୋଇପାରେ ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ? ଭାରତର ଆୟରଲ୍ୟାଣ୍ଡ ଗସ୍ତକୁ ନେଇ ଲାଗି ରହିଛି ଅନିଶ୍ଚିତତା…

ନୂଆଦିଲ୍ଲୀ,୧୨।୬: ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ ଖବର ଅଛି। ଏହି ୧୫ ବର୍ଷୀୟ ବିସ୍ଫୋରକ ବ୍ୟାଟସମ୍ୟାନଙ୍କ ଅନ୍ତର୍ଜାତୀୟ ଡେବ୍ୟୁ ପାଇଁ ଯେଉଁମାନେ ଉତ୍ସାହର ସହିତ…

T20 World Cup 2026: ICCର ବଡ଼ ନିଷ୍ପତ୍ତି, ମହିଳା T20 ବିଶ୍ୱକପ ବିଜେତାଙ୍କ ଉପରେ ହେବ ଧନ ବର୍ଷା

ନୂଆଦିଲ୍ଲୀ,୧୨।୬: ମହିଳା କ୍ରିକେଟର ବର୍ଦ୍ଧିତ ବିଶ୍ୱ ଲୋକପ୍ରିୟତା ମଧ୍ୟରେ, ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) 2026 ମହିଳା T20 ବିଶ୍ୱକପ ସମ୍ପର୍କରେ ଏକ ପ୍ରମୁଖ ଏବଂ ଐତିହାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri