ଭୟଭୀତ ଅନୁଷ୍କା, କହିଲେ ହେ ଭଗବାନ

ଭାରତୀୟ କ୍ରିକେଟ ଦଳକୁ ଚଳିତ ମାସରେ ଦକ୍ଷିଣ ଆଫ୍ରିକା ଗସ୍ତ କରିବାକୁ ପଡିବ। କିନ୍ତୁ ଦକ୍ଷିଣ ଆଫ୍ରିକାରେ କରୋନା ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟରେ ଏହି ଗସ୍ତ ଏକ ସପ୍ତାହ ପାଇଁ ବିଳମ୍ବ ହୋଇପାରେ। ଦକ୍ଷିଣ ଆଫ୍ରିକାରେ କରୋନା ମାମଲା ଦ୍ରୁତ ଗତିରେ ବଢିବାରେ ଲାଗିଛି। ଏନେଇ ଭୟଭୀତ ହୋଇ ପଡିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା। ସେ ତାଙ୍କ ଇନଷ୍ଟା ଷ୍ଟାଟସରେ ଏହା ସହ ଜଡିତ ଏକ ଖବର ଶେୟାର କରିଛନ୍ତି।


ଦକ୍ଷିଣ ଆଫ୍ରିକାରେ ଓମିକ୍ରନ ଭାରିଆଣ୍ଟ ଦେଖାଯିବା ପରେ ନୂତନ କରୋନା ମାମଲା ସଂଖ୍ୟା ଦ୍ୱିଗୁଣିତ ହୋଇଛି। ବୁଧବାର ଏଠାରେ ୮୫୬୧ଟି ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛି। ଗୋଟିଏ ଦିନ ପୂର୍ବରୁ ଏହି ସଂଖ୍ୟା ୪୩୭୩ ଥିଲା। କାହାକୁ ଭୟଭୀତ କରିବା ପାଇଁ ଏହି ସଂଖ୍ୟା ଯଥେଷ୍ଟ। ସେଥିପାଇଁ ଅନୁଷ୍କା ଶର୍ମା ମଧ୍ୟ ଏହା ବିଷୟରେ ଚିନ୍ତିତ ହୋଇ ତାଙ୍କ ଇନଷ୍ଟା ଷ୍ଟାଟସରେ ଲେଖିଛନ୍ତି – ହେ ଭଗବାନ ।
ଟିମ ଇଣ୍ଡିଆକୁ ଦକ୍ଷିଣ ଆଫ୍ରିକାରେ ତିନୋଟି ଟେଷ୍ଟ, ୩ ଟି ଦିନିକିଆ ଏବଂ ଚାରି ଟି-୨୦ ଖେଳିବାକୁ ପଡିବ। ଏହାପୂର୍ବରୁ ସେପ୍ଟେମ୍ବରରେ କରୋନା ମାମଲା ସାମ୍ନାକୁ ଆସିବା ପରେ ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ପଞ୍ଚମ ଟେଷ୍ଟ ଖେଳିବାକୁ ମନା କରିଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରୁଣଙ୍କ ଆକ୍ଟିଂ ଗୁରୁ

ବଲିଉଡ୍‌ର ଆଗଧାଡ଼ିର ନିର୍ଦ୍ଦେଶକ ଡେଭିଡ୍‌ ଧାଓ୍ବନଙ୍କ ପୁତ୍ର ବରୁଣ ଧାଓ୍ବନ। କରନ୍‌ ଜୋହରଙ୍କ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇୟର’ରୁ ନିଜର ବଡ଼ ପରଦା କ୍ୟାରିୟର ଆରମ୍ଭ...

୪୦ ବର୍ଷରେ ନିର୍ବନ୍ଧ କଲେ ବଲିଉଡ୍‌ର ଏହି ଅଭିନେତା

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ସହ ଫିଲ୍ମ ‘ଲଭ୍‌ ଷ୍ଟୋରୀ ୨୦୫୦’ ଏବଂ ହ୍ବାଟସ୍‌ ୟୋର ରାଶି’ ରେ କାମ କରିସାରିଥିବା ଅଭିନେତା ହରମନ ବାବେଜା...

ଏବେ ରାନୁ ମଣ୍ଡଳଙ୍କ ନାଁ ଶୁଣିଲେ ପ୍ରଚଣ୍ଡ ରାଗୁଛନ୍ତି ହିମେଶ

ମୁମ୍ବାଇ: ବଲିଉଡ୍‌ କମ୍ପୋଜର, ଗାୟକ ତଥା ଅଭିନେତା ହିମେଶ ରେଶମିୟା ନିଜର କଠୋର ଆଭିମୁଖ୍ୟ ପାଇଁ ବେଶ୍‌ ଜଣାଶୁଣା। ମ୍ୟୁଜିକ୍‌ ଶୋ’ ସମୟରେ ହେଉ କି...

ଡୋନାଙ୍କୁ ବିବାହ କରିବା ପରେ ବି ନଗ୍‌ମାଙ୍କ ପ୍ରତି ଆକର୍ଷିତ ହୋଇଥିଲେ ସୌରଭ ଗାଙ୍ଗୁଲୀ…

ମୁମ୍ବାଇ,୨୫।୧୨: ସାଉଥ୍‌ ଅଭିନେତ୍ରୀ ନଗ୍‌ମା ବୁଧବାର ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୪ ଡିସେମ୍ବର ୨୫ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ...

ଆଲିଆଙ୍କୁ ବିବାହ ଦେବାକୁ ଚାହାନ୍ତିନି ବାପା ମହେଶ, ବାଥରୁମରେ ବନ୍ଦ କରିଦେବାକୁ ଦେଲେ ଧମକ

ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ରଣବୀର କପୁରଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାରେ। କିଛିଦିନ ପୂର୍ବରୁ ଆଲିଆ-ରଣବୀରଙ୍କ ବିବାହ ଖବର ମଧ୍ୟ ଚର୍ଚ୍ଚାକୁ ଆସିଥିଲା। ମାତ୍ର...

ଡିପ୍ରେଶନ ବଢ଼ାଇ ଥାଏ ଏହି ୫ ଜିନିଷ : ଡାଏଟରେ କରନ୍ତୁ ନାହିଁ ସାମିଲ

ଧାରାବାହିକରୁ ଚଳଚ୍ଚିତ୍ର ଜଗତକୁ ଯାଇଥିବା ସୁଶାନ୍ତ ସିଂ ରାଜପୁତ ଆଉ ଦୁନିଆରେ ନାହାଁନ୍ତି। ତାଙ୍କର ପ୍ରଶଂସକ ଏବଂ ଘନିଷ୍ଠ ବନ୍ଧୁମାନଙ୍କ ପାଇଁ, ତାଙ୍କର ଦେହାନ୍ତ କିଛି...

ନମସ୍କାରର ସଠିକ୍‌ ଅର୍ଥ ବୁଝାଇଲେ ବିଗ୍‌ ବି

ମୁମ୍ବାଇ: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ୍‌ ରହିଥାନ୍ତି। ପ୍ରାୟ ସମୟରେ ସେ ମନରୋଞ୍ଜନ ହେଉ କି କିଛି ଶିକ୍ଷଣୀୟ ଟୁଇଟ...

ମଲାଇକା ପିନ୍ଧିଥିବା ଡ୍ରେସ୍‌ର ମୂଲ୍ୟ ଜାଣି ହେବେ ଆଶ୍ଚର୍ଯ୍ୟ

ଅଭିନେତ୍ରୀ ମଲାଇକା ଆରୋରା ସୋସିଆଲ ମିଡିଆରେ ସର୍ବଦା ଚର୍ଚ୍ଚାରେ ଥାନ୍ତି। କେବେବେଳେ ନିଜ ଫିଟ୍‌ନେସ୍‌କୁ ନେଇ ତ ଆଉ କେତେବେଳେ ଅଭିନେତା ଅର୍ଜୁନ କପୁରଙ୍କ ସହ...

Advertisement
Archives

Model This Week