ଭୟଭୀତ ଅନୁଷ୍କା, କହିଲେ ହେ ଭଗବାନ

ଭାରତୀୟ କ୍ରିକେଟ ଦଳକୁ ଚଳିତ ମାସରେ ଦକ୍ଷିଣ ଆଫ୍ରିକା ଗସ୍ତ କରିବାକୁ ପଡିବ। କିନ୍ତୁ ଦକ୍ଷିଣ ଆଫ୍ରିକାରେ କରୋନା ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟରେ ଏହି ଗସ୍ତ ଏକ ସପ୍ତାହ ପାଇଁ ବିଳମ୍ବ ହୋଇପାରେ। ଦକ୍ଷିଣ ଆଫ୍ରିକାରେ କରୋନା ମାମଲା ଦ୍ରୁତ ଗତିରେ ବଢିବାରେ ଲାଗିଛି। ଏନେଇ ଭୟଭୀତ ହୋଇ ପଡିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା। ସେ ତାଙ୍କ ଇନଷ୍ଟା ଷ୍ଟାଟସରେ ଏହା ସହ ଜଡିତ ଏକ ଖବର ଶେୟାର କରିଛନ୍ତି।


ଦକ୍ଷିଣ ଆଫ୍ରିକାରେ ଓମିକ୍ରନ ଭାରିଆଣ୍ଟ ଦେଖାଯିବା ପରେ ନୂତନ କରୋନା ମାମଲା ସଂଖ୍ୟା ଦ୍ୱିଗୁଣିତ ହୋଇଛି। ବୁଧବାର ଏଠାରେ ୮୫୬୧ଟି ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛି। ଗୋଟିଏ ଦିନ ପୂର୍ବରୁ ଏହି ସଂଖ୍ୟା ୪୩୭୩ ଥିଲା। କାହାକୁ ଭୟଭୀତ କରିବା ପାଇଁ ଏହି ସଂଖ୍ୟା ଯଥେଷ୍ଟ। ସେଥିପାଇଁ ଅନୁଷ୍କା ଶର୍ମା ମଧ୍ୟ ଏହା ବିଷୟରେ ଚିନ୍ତିତ ହୋଇ ତାଙ୍କ ଇନଷ୍ଟା ଷ୍ଟାଟସରେ ଲେଖିଛନ୍ତି – ହେ ଭଗବାନ ।
ଟିମ ଇଣ୍ଡିଆକୁ ଦକ୍ଷିଣ ଆଫ୍ରିକାରେ ତିନୋଟି ଟେଷ୍ଟ, ୩ ଟି ଦିନିକିଆ ଏବଂ ଚାରି ଟି-୨୦ ଖେଳିବାକୁ ପଡିବ। ଏହାପୂର୍ବରୁ ସେପ୍ଟେମ୍ବରରେ କରୋନା ମାମଲା ସାମ୍ନାକୁ ଆସିବା ପରେ ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ପଞ୍ଚମ ଟେଷ୍ଟ ଖେଳିବାକୁ ମନା କରିଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରୁ ପାଠ ଛାଡିଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ରୁ ହଲିଉଡ୍‌ ଯାଏ ନିଜର ଅଭିନୟ ମାଧ୍ୟମରେ ବାନ୍ଧି ରଖିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ପିଲାବେଳୁ ଅନେକ ସଂଘର୍ଷମୟ ଜୀବନ ବିତାଇଛନ୍ତି। ତାଙ୍କର ବାପା,ମା...

ଯୁଦ୍ଧ ବିମାନ ଉଡାଇବେ କଙ୍ଗନା!

ମୁମ୍ବାଇ: ବଲିଉଡ୍‌ କୁଇନ୍‌ କଙ୍ଗନା ରନାଓ୍ବତ ଭିନ୍ନ ଭିନ୍ନ ଚରିତ୍ରରେ ଅଭିନୟ କରି ଦର୍ଶକଙ୍କ ମନମୋହିଥାନ୍ତି। ଏବେ ପୁଣି ତାଙ୍କୁ ଏକ ଭିନ୍ନ ଚରିତ୍ରରେ ଦେଖିବାକୁ...

୨୧ବର୍ଷ ପରେ ଅଲଗା ହେଲେ ଅର୍ଜୁନ-ମେହେର

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଜୁନ ରାମପାଲ ତାଙ୍କ ସ୍ତ୍ରୀ ମେହେର ଜେସିୟାଙ୍କଠାରୁ ଦୀର୍ଘ ୨୧ ବର୍ଷ ପରେ ବିଧିବଦ୍ଧ ଭାବେ ଅଲଗା ହୋଇଯାଇଥିବା ସୂଚନା ମିଳିଛି।...

ବିବାହ ପୂର୍ବରୁ କରୀନାଙ୍କୁ ଏହି ନାଁରେ ଡାକୁଥିଲେ ସୈଫ୍‌

ବଲିଉଡ ଅଭିନେତା ସୈଫ୍‌ ଅଲି ଖାନ ଏବଂ କରୀନା କପୁର ଇଣ୍ଡଷ୍ଟ୍ରିର ଚର୍ଚ୍ଚିତ ଦମ୍ପତି। ଉଭୟଙ୍କ ପ୍ରେମ କାହାଣୀ ମଧ୍ୟ ବହୁତ ଲୋକପ୍ରିୟ। ଦୀର୍ଘ ସମୟ...

ବିବାହ ପରେ ଅନ୍ୟ ଅଭିନେତ୍ରୀଙ୍କ ସହ କାମ କରିବେ ନାହିଁ ବରୁଣ!

ବଲିଉଡ୍‌ର ଚକଲେଟ୍‌ ବଏ ବରୁଣ ଧାଓ୍ବନ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଦୀର୍ଘଦିନର ପ୍ରେମିକା ନତାଶା ଦଲାଲଙ୍କୁ ନିଜ ଜୀବନ ସାଥୀ ଭାବେ ବାଛିଛନ୍ତି ସେ।...

ପ୍ରେମରେ ପଡ଼ିଛନ୍ତି ତମନ୍ନା

ଓଡ଼ିଆ ଅଭିନେତ୍ରୀ ତମନ୍ନା ଏବେ ପ୍ରେମରେ ଉବୁଟୁବୁ। ପୁଣି ସେ ଏପରି ଯୁବକଙ୍କ ପ୍ରେମରେ ପଡିଛନ୍ତି ଯିଏ ଏକ ଅଦ୍ଭୁତ ଶକ୍ତିର ଅଧିକାରୀ। ସେହି ଶକ୍ତି...

୪୮ ବର୍ଷରେ ପାଦ ଥାପିଲେ ବଲିଉଡ୍‌ କୁଇନ୍‌

ମୁମ୍ବାଇ: ଆଜି ହେଉଛି ବିଶ୍ୱସୁନ୍ଦରୀ ତଥା ନୀଳନୟନା ଐଶ୍ୱର୍ଯ୍ୟା ରାୟଙ୍କ ଜନ୍ମଦିନ। ୧୯୭୩ ମସିହା ନଭେମ୍ବର ୧ରେ ଜନ୍ମ ଗ୍ରହଣ କରିଥିବା ଐଶ୍ୱର୍ଯ୍ୟା ୧୯୯୪ରେ ମିସ୍‌...

ମୁଡ୍‌ ବଦଳାଉଛନ୍ତି କରନ୍‌

ମୁମ୍ବାଇ: ବଲିଉଡ୍‌ର ନାମୀ ନିର୍ଦ୍ଦେଶକ କରନ ଜୋହରଙ୍କର ଏବେ ମୁଡ୍‌ ବଦଳିଥିବା ଆଲୋଚନା ହେଉଛି। ପୂର୍ବରୁ ‘କୁଛ କୁଛ ହୋ ତା ହୈ’, ‘କଭି ଅଲ୍‌ବିଦା...

Advertisement


Archives

Model This Week