Posted inଖେଳ

ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ବଡ଼ ଝଟକା, ଦଳରୁ ବାଦ୍‌ ପଡ଼ିଲେ ଏହି ଦ୍ରୁତ ବୋଲର

ସେଞ୍ଚୁରିଅନ୍‌,୩୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ କେପଟାଉନରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ଜେରାଲ୍ଡ କୋଏଟଜୀ ଦଳରୁ ବାଦ୍‌ ପଡିଛନ୍ତି। ଜାନୁୟାରୀ ୨ରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ ପାଇଁ ସେ ଉପଲବ୍ଧ ହେବେ ନାହିଁ। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଜେରାଲ୍ଡ ଅସୁସ୍ଥ ଥିଲେ। ତେଣୁ ସେ ଦ୍ୱିତୀୟ ମ୍ୟାଚ ପର୍ଯ୍ୟନ୍ତ ଫିଟ୍‌ ହୋଇପାରିବେ ନାହିଁ। ଏନେଇ ଦକ୍ଷିଣ ଆଫ୍ରିକା ସୂଚନା ଦେଇଛି।

ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ସେଞ୍ଚୁରିଅନ୍‌ରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତକୁ ପରାଜୟର ସାମ୍ନା କରିବାକୁ ପଡିଛି। ମ୍ୟାଚରେ ଦକ୍ଷିଣ ଆଫ୍ରିକାର ଦ୍ରୁତ ବୋଲର ଜେରାଲ୍ଡ ଅସୁସ୍ଥ ଥିଲେ। ତେବେ ମ୍ୟାଚ ପରେ ଏହି ସମସ୍ୟା ଜଣାପଡିଥିଲା। ଦକ୍ଷିଣ ଆଫ୍ରିକା ଜେରାଲ୍ଡିଙ୍କ ସ୍ଥାନରେ ଅନ୍ୟ କୌଣସି ଖେଳାଳିଙ୍କ ନାମ ଘୋଷଣା କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ତିନି ମହଲା ବିଶିଷ୍ଟ ଧନୀ ଲୋକଙ୍କ ଘରେ ଲାଗିନି ୱାଟର ମିଟର: ବିଭାଗର ଅନୁକମ୍ପା ନା ପାୱାର କରିଡର ସରକାରୀ ଦଳର…

ଗଞ୍ଜାମ,୨୪।୩(ବିଦ୍ୟାଧର ସାହୁ): ୧୨ଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ ହୋଇଛି। ଗଞ୍ଜାମ ସହରର ବିଭିନ୍ନ ସାହିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୱାଟର ମିଟର ଲଗା ଯାଇଛି…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଦ୍ୱିତୀୟ ବିବାହ କଲେ ରାପର୍‌ Badshah, ଫଟୋ ସେୟାର କରି ଚମକାଇଲେ ଶାଶୁ

ମୁମ୍ୱାଇ: ପଞ୍ଜାବୀ ଗାୟକ ଏବଂ ରାପର୍‌ ବାଦଶାହଙ୍କ କିଏ ବା ଜାଣିନି? ସମଗ୍ର ଦେଶ ତାଙ୍କ ଗୀତରେ ଝୁମି ଉଠୁଛି। ତଥାପି, ତାଙ୍କ ବିଷୟରେ ଏକ ବଡ଼…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri