Advertisement
Posted inଖେଳ

ଶ୍ରୀଲଙ୍କା ଆଗରେ ପାହାଡ଼ ଭଳି ଟାର୍ଗେଟ: ୫୦ ଓଭରରେ ଭାରତ ୩୭୩/୭

ଗୁଆହାଟି,୧୦।୧: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆରେ ଚମକିଛନ୍ତି ଭାରତୀୟ ବ୍ୟାଟ୍ସମ୍ୟାନ୍‌। ଅଧିନାୟକ ରୋହିତ ଶର୍ମା, ଓପନର୍‌ ଶୁଭମନ ଗିଲ ଏବଂ ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲିଙ୍କ ବିସ୍ଫୋରକ ବ୍ୟାଟିଂ ଯୋଗୁ ଦଳ ବିରୋଧୀ ଟିମ୍‌ ଆଗରେ ବିଶାଳ ସ୍କୋର ଛିଡ଼ା କରିବାରେ ସଫଳ ହୋଇଛି। ନିର୍ଦ୍ଧାରିତ ୫୦ ଓଭରରେ ଭାରତୀୟ ଟିମ୍‌ ୭ ଉଇକେଟ ହରାଇ ୩୭୩ ରନ୍‌ କରିଛି। ଏଣୁ ଶ୍ରୀଲଙ୍କାକୁ ଜିତିବା ଲାଗି ୩୭୪ ରନ୍‌ର ଟାର୍ଗେଟ ମିଳିଛି।

ସୁସ୍ଥ ହୋଇ ଫେରିଥିବା ରୋହିତ ମ୍ୟାଚ୍‌ରେ ୬୭ ବଲ୍‌ ଖେଳି ୮୩ ରନ୍‌ କରିଥିଲେ। ସେ ଶତକ ମାରିବେ ବୋଲି ଆଶା କରାଯାଉଥିଲେ ହେଁ ତାହା ହୋଇପାରି ନ ଥିଲା। ସେହିଭଳି କୋହଲି ଏଥିରେ ଶତକୀୟ ପାଳି ଖେଳିଛନ୍ତି। ସେ ୮୭ ବଲ୍‌ରେ ୧୧୩ ରନ୍‌ କରିଛନ୍ତି। ଶୁଭମନ ମଧ୍ୟ ୬୦ ବଲ୍‌ରେ ୭୦ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅମ୍ଫନ ପୀଡ଼ିତଙ୍କ ପାଇଁ ବିଶୁଦ୍ଧ ଜଳ ଯୋଗାଡ କଲେ ବାଂଲାଦେଶ କ୍ରିକେଟର

ଢାକା,୬।୬(ପି.ଟି.): ବାତ୍ୟା ଅମ୍ଫନ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କୁ ସହାଯ୍ୟ କରିବାକୁ ପାଇଁ ଦିନିକିଆ ଅଧିନାୟକ ତାମିମ ଇକ୍‌ବାଲଙ୍କ ନେତୃତ୍ୱରେ ବାଂଲାଦେଶ କ୍ରିକେଟ ଦଳ ଆଗକୁ...

ରାଜସ୍ଥାନ ପକ୍ଷରୁ ଡେବ୍ୟୁ କଲେ ବିଶ୍ୱର ନମ୍ବର-୧ ବୋଲର୍‌; ଅଡୁଆରେ ପଡ଼ିବ କି ଦିଲ୍ଲୀ…

ଆବୁଧାବି,୨୫।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ୍‌ ଶନିବାର ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ପର୍ଯ୍ୟାୟରେ ରାଜସ୍ଥାନର...

ବିଜୟ ଏକମାତ୍ର ଲକ୍ଷ୍ୟ

ଦୁବାଇ, ୨୨।୧୦(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ଉଭୟ ଦଳ ପଏଣ୍ଟ...

ଜିତିଲା ଟିମ୍‌ ଇଣ୍ଡିଆ; ଚମକିଲେ ପଦାର୍ପଣକାରୀ ଖେଳାଳି

ପୁଣେ,୨୩।୩: ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ବିଜୟ ସହ ଦିନିକିଆ ସିରିଜ୍‌ ଆରମ୍ଭ କରିଛି। ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ କ୍ରିକେଟରେ ଖେଳାଯାଇଥିବା ପ୍ରଥମ...

ଏହି କାର ଚଲାଇବାକୁ ଭଲ ପାଆନ୍ତି ବିରାଟ କୋହଲି

ଭାରତୀୟ କ୍ରିକେଟରମାନେ କେବଳ ସେମାନଙ୍କ ଖେଳ ପାଇଁ ନୁହେଁ ବରଂ ଜୀବନଶୈଳୀ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ...

ଏହି ଫଟୋ ପାଇଁ ପୁରସ୍କାର ଜିତିଲେ ସଚିନ ତେନ୍ଦୁଲକର

ବର୍ଲିନ,୧୮।୨: ଲରିୟସ୍‌ ବିଶ୍ୱ ସ୍ପୋର୍ଟସ ପୁରସ୍କାର ଘୋଷଣା କରାଯାଇଛି। ରେସର୍‌ ଲୁଇସ୍‌ ହାମିଲଟନ୍‌ ଏବଂ ଫୁଟବଲର୍‌ ଲିଓନେଲ ମେସି ସଂଯୁକ୍ତ ଭାବେ ବିଶ୍ୱ ସ୍ପୋର୍ଟସ ମ୍ୟାନ୍‌...

ରାମଭକ୍ତ ପାକିସ୍ତାନୀ କ୍ରିକେଟର

ଇସଲାମାବାଦ: ଅଯୋଧ୍ୟାରେ ରାମଲାଲାଙ୍କୁ ଦର୍ଶନ କରିବାକୁ ପାକିସ୍ତାନୀ କ୍ରିକେଟର ଚାହୁଁଛନ୍ତି। ପାକିସ୍ତାନ ଜାତୀୟ ଟିମ୍‌ ପକ୍ଷରୁ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିସାରିଥିବା ଦାନିଶ୍‌ କାନେରିଆ ଏଭଳି ଇଛା...

ହାତକୁ ଦି’ ହାତ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୭।୧: ଭାରତୀୟ କ୍ରିକେଟ ଦଳର ଖେଳାଳି ଅକ୍ଷର ପଟେଲ ଏବଂ ମେହା ପଟେଲ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ମେହାଙ୍କୁ ଆଣିବା ପାଇଁ ଅକ୍ଷର ବର...

Advertisement
Archives

Model This Week