Posted inଖେଳ

ଶ୍ରୀଲଙ୍କାର ବିରଳ ବୋଲର, ଭାରତ ବିପକ୍ଷରେ ଦୁଇ ହାତରେ କଲେ ବୋଲିଂ

ଭୁବନେଶ୍ୱର,୨୭।୭: ଭାରତ ଏବଂ ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି୨୦ ମ୍ୟାଚରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। ଶ୍ରୀଲଙ୍କାର ବୋଲର କାମିଣ୍ଡୁ ମେଣ୍ଡିସ୍ ଦୁଇ ହାତରେ ବାମହାତୀ ସ୍ପିନ୍ (ବାମହାତୀ ସ୍ପିନ୍ ଡାହାଣହାତୀ ବ୍ୟାଟର୍ ଏବଂ ଡାହାଣହାତୀ ବ୍ୟାଟରଙ୍କୁ ଡାହାଣ ହାତ ସ୍ପିନ୍ ବୋଲିଂ କରୁଥିବା ଦେଖିବାକୁ ମିଳିଥିଲା। କାମିଣ୍ଡୁ ମେଣ୍ଡିସ୍ ଜଣେ ଅଲରାଉଣ୍ଡର ଅଟନ୍ତି। ମେଣ୍ଡିସ୍ ମଧ୍ୟ ବିଶ୍ୱକପରେ ଶ୍ରୀଲଙ୍କା ୧୯ ବର୍ଷରୁ କମ୍ ଦଳର ନେତୃତ୍ୱ ନେଇଛନ୍ତି।

ମ୍ୟାଚ କଥା କହିଲେ ପ୍ରଥମ ଟି-ଟ୍ୱେଣ୍ଟି ମ୍ୟାଚରେ ଶ୍ରୀଲଙ୍କା ଟସ ଜିତି ସୂର୍ଯ୍ୟକୁମାର ଯାଦବଙ୍କ ଭାରତ ବିପକ୍ଷରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତି ନେଇଥିଲା।

ଉଭୟ ଦଳ ନୂଆ ମୁଖ୍ୟ ପ୍ରଶିକ୍ଷକଙ୍କ ସହ ପଡ଼ିଆକୁ ଓହ୍ଲାଇଛି। କିମ୍ବଦନ୍ତୀ ଅଲରାଉଣ୍ଡର ସନାଥ ଜୟସୁରିୟାଙ୍କୁ ଶ୍ରୀଲଙ୍କା ପାଇଁ ମଧ୍ୟବର୍ତ୍ତୀକାଳୀନ ମୁଖ୍ୟ ପ୍ରଶିକ୍ଷକ ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ଟି୨୦ ବିଶ୍ୱକପ ବିଜେତା କୋଚ ରାହୁଲ ଦ୍ରାବିଡଙ୍କ ଉତ୍ତରାଧିକାରୀ ଭାବରେ ପୂର୍ବତନ ଭାରତୀୟ ଓପନର୍ ଗୌତମ ଗମ୍ଭୀରଙ୍କ ପାଇଁ ଏହା ମଧ୍ୟ ପ୍ରଥମ ମଞ୍ଚ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କ ଶତକ ସତ୍ତ୍ୱେ ହାରିଲା ଟିମ୍‌ ଇଣ୍ଡିଆ

ଇନ୍ଦୋର,୧୮।୧- ଇନ୍ଦୋର ହୋଲକର ଷ୍ଟାଡିୟମରେ ରବିବାର ବିରାଟ କୋହଲିଙ୍କ ଦମ୍‌ଦାର ଶତକ ସତ୍ତ୍ୱେ ଭାରତ ୪୧ ରନରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଛି। ଡାରଲି ମିଚେଲ ଓ...

ଭିଜା ଟେନସନ ଶେଷ! T20 ବିଶ୍ୱକପ ପାଇଁ ଭାରତ ଆସିବେ ୪୨ ପାକିସ୍ତାନୀ

ନୂଆଦିଲ୍ଲୀ, ୧୮।୧: ICC T20 ବିଶ୍ୱକପ ୨୦୨୬ ଫେବୃଆରୀ ୭ରୁ ଆରମ୍ଭ ହେଉଛି। ଟୁର୍ଣ୍ଣାମେଣ୍ଟ ପୂର୍ବରୁ ପାକିସ୍ତାନୀ ବଂଶୋଦ୍ଭବ ଖେଳାଳି ଏବଂ ସପୋର୍ଟ ଷ୍ଟାଫ ପାଇଁ...

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଟି୨୦, ଓ୍ବାନ ଡେ’ ଟିମ୍‌ ଘୋଷଣା କଲା ଇଣ୍ଡିଆ, ୭ ବର୍ଷ ପରେ ଫେରିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୮।୧: ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ମହିଳା କ୍ରିକେଟ ଦଳ ଘୋଷଣା କରାଯାଇଛି। ଏହି ଗସ୍ତରେ ଟିମ ଇଣ୍ଡିଆ ତିନୋଟି ଦିନିକିଆ ଏବଂ ସମାନ ଟି-୨୦...

ହସ୍ପିଟାଲରୁ ଘରକୁ ଫେରିଲେ ମାର୍ଟିନ: ପ୍ରଶସଂକଙ୍କୁ କହିଲେ…

ମେଲବୋର୍ନ,୧୭।୧: ପୂର୍ବତନ ଅଷ୍ଟ୍ରେଲିଆନ ବ୍ୟାଟର ଡାମିଏନ ମାର୍ଟିନ ଶନିବାର ହସ୍ପିଟାଲରୁ ଘରକୁ ଫେରିଛନ୍ତି। ଗତ ଡିସେମ୍ବର ୨୭ ତାରିଖରେ ମେନିଙ୍ଗିଟିସ ଆଟାକ କାରଣରୁ ତାଙ୍କୁ ଆଇସିୟୁରେ...

U19 World Cup 2026: ରୋମାଞ୍ଚକର ମୁକାବିଲାରେ ବାଂଲାଦେଶକୁ ହରାଇଲା ଭାରତ

ନୂଆଦିଲ୍ଲୀ,୧୭।୧: ୧୯ ବର୍ଷରୁ କମ୍ ବିଶ୍ୱକପର ଏକ ସଂଘର୍ଷପୂର୍ଣ୍ଣ ମୁକାବିଲାରେ ବାଂଲାଦେଶକୁ ୧୮ ରନରେ ହରାଇଛି ଭାରତ। ବର୍ଷା ବାଧାପ୍ରାପ୍ତ ମୁକାବିଲାରେ ଡିଏଲଏସ ନିୟମରେ ପଡୋଶୀ...

୩ ଲକ୍ଷର ଓ୍ବାଟର ପ୍ୟୁରିଫାୟାର ଧରି ବୁଲୁଛନ୍ତି ଗିଲ, ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ ଦଳ ତୃତୀୟ ଏବଂ ନିର୍ଣ୍ଣାୟକ ମ୍ୟାଚ ପାଇଁ ଇନ୍ଦୋରରେ ପହଞ୍ଚିଛି। ଇନ୍ଦୋର ସମ୍ପ୍ରତି ଏଠାରେ ଥିବା ଦୂଷିତ ପାଣି ଯୋଗୁ ସାରା...

ଆଲିବାଗରେ କୋଟି କୋଟି ଟଙ୍କାର ସମ୍ପତ୍ତି କିଣିଲେ ବିରାଟ-ଅନୁଷ୍କା

ନୂଆଦିଲ୍ଲୀ,୧୭।୧: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମହାରାଷ୍ଟ୍ରର ଆଲିବାଗରେ ଜମି କିଣିଛନ୍ତି। ସେମାନଙ୍କର ପୂର୍ବରୁ ଆଲିବାଗରେ ଏକ...

ମୁମ୍ବାଇ ଟିମକୁ ବଡ଼ ଝଟକା, ହଠାତ ରଣଜୀ ଟ୍ରଫିରୁ ଓହରିଗଲେ ଅଜିଙ୍କ୍ୟ ରାହାଣେ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୧: ମୁମ୍ବାଇର ଅଭିଜ୍ଞ ବ୍ୟାଟସମ୍ୟାନ ଅଜିଙ୍କ୍ୟ ରାହାଣେ ରଣଜୀ ଟ୍ରଫିରେ ଖେଳିବେ ନାହିଁ। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (ଏମସିଏ)କୁ ସୂଚନା ଦେଇଛନ୍ତି ଯେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri